ଇସ୍ରାଏଲ୍କୁ ସମର୍ଥନ କରି ଅଡୁଆରେ ଏହି ଅଭିନେତ୍ରୀ
ଭୁବନେଶ୍ୱର: ଇସ୍ରାଏଲ୍ ଓ ପାଲେଷ୍ଟାଇନ୍ ମଧ୍ୟରେ ସଂଘର୍ଷକୁ ନେଇ ସେଲିବ୍ରିଟିମାନେ ମଧ୍ୟ ନିଜ ମନ୍ତବ୍ୟ ରଖୁଛନ୍ତି । ଏହି ଧାରାରେ ସାମିଲ ହୋଇ ୱାଣ୍ଡର୍ ୱିମେନ୍ ଫେମ୍ ଅଭିନେତ୍ରୀ ଗାଲ୍ ଗାଡୋଟ୍ ଇସ୍ରାଏଲ୍ ସପକ୍ଷରେ ଏକ ଟୁଇଟ୍ ଓ ଇନଷ୍ଟା ପୋଷ୍ଟ କରିଥିଲେ । ହେଲେ ଏହି ପୋଷ୍ଟ ପରଠୁ ତାଙ୍କୁ…