ମହାଲକ୍ଷ୍ମୀଙ୍କୁ ଆଜି ରସଗୋଲା ଖୁଆଇ ମାନଭଂଜନ କରିବେ କାଳିଆ ଠାକୁର
ପୁରୀ: ଶ୍ରୀକ୍ଷେତ୍ରରେ ଆଜି ନିଳାଦ୍ରୀ ବିଜେ । ଲୀଳାଖେଳା ପରେ ରତ୍ନ ବେଦୀକୁ ଫେରିବେ କାଳିଆ ଠାକୁର, ବଡଭାଇ ଓ ସୁନାନାକୀ ଭଉଣୀ । ସେପଟେ ପରମ୍ପରା ଅନୁଯୟୀ, ମହାଲକ୍ଷ୍ମୀଙ୍କୁ ଆଜି ରସଗୋଲା ଖୁଆଇ ମାନଭଂଜନ କରିବେ କାଳିଆ ଠାକୁର । ଘୋଷଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନେଇ ନ ଥିବାରୁ…