Latest Odisha News

BREAKING NEWS

ନାଗରିକତା ସଂଶୋଧନ ବିଲ୍: ଉତ୍ତରପୂର୍ବ ରାଜ୍ୟରେ ୧୧ ଘଣ୍ଟିଆ ବନ୍ଦ ଡାକରା

ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଗୃହିତ ହୋଇଥିବାବେଳେ ଏହାକୁ ବିରୋଧ କରି ଉତ୍ତରପୂର୍ବ ରାଜ୍ୟର ବିଭିନ୍ନ ଛାତ୍ର ସଙ୍ଗଠନ ପକ୍ଷରୁ ୧୧ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ପାଳନ ଅପରାହ୍ନ ୪ଟା ଯାଏଁ ଜାରି ରହିଥିବା ଥିବାବେଳେ ଏହାଫଳରେ…

ବୌଦ୍ଧରେ ଆଜିଠୁଁ ଆରମ୍ଭ ଆଧ୍ୟାତ୍ମିକ ଧନୁଯାତ୍ରା

ବୌଦ୍ଧ: ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଲୋକପ୍ରିୟତା ହାସଲ କରିଥିବା ବେଳେ, ବୌଦ୍ଧର ଆଧ୍ୟାତ୍ମିକ ଧନୁଯାତ୍ରା ମଧ୍ୟ ପ୍ରସିଦ୍ଧି ଲାଭ କରିଛି । ବରଗଡ଼ ପରି ଏଠାରେ ମଧ୍ୟ ବହୁ ଆଡ଼ମ୍ବରରେ ପାଳନ ହୁଏ ଧନୁଯାତ୍ରା। ଐତିହାସକ ବୌଦ୍ଧ ସହରରେ ପ୍ରସିଦ୍ଧ ଆଧ୍ୟାତ୍ମିକ ଧନୁଯାତ୍ରା ଓ କଂସବଧ…

ବଜ୍ୟବସ୍ତୁରୁ ଛାତ୍ରଛାତ୍ରୀଙ୍କ ଅଭିନବ କଳାକୃତି; ପାଇଲା ‘ଏସିଆ ବୁକ୍ ଅଫ୍ ରେକର୍ଡସ’ରେ ସ୍ଥାନ

ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ସରକାରୀ ଉଦ୍ୟୋଗିକ ପ୍ରଶିକ୍ଷଣ କେନ୍ଦ୍ର (ଆଇଟିଆଇ)ର କିଛି ଛାତ୍ରଛାତ୍ରୀମାନେ ବଜ୍ୟବସ୍ତୁକୁ ନେଇ ନିର୍ମାଣ କରୁଛନ୍ତି ଅଭିନବ କଳାକୃତି । ଛାତ୍ରଛାତ୍ରୀଙ୍କ ଏଭଳି କଳାକୃତିରେ ଭରି ଉଠିଛି ପୂରା ଆଇଟିଆଇ ପରିସର । ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ ଏହିସବୁ…

କନ୍ଧମାଳରେ ସୂଚନା ଅଧିକାର କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ପାତ୍ରସାହି ଅଞ୍ଚଳରେ କିଛି ଦୁର୍ବୃତ୍ତଙ୍କ ଗୁଳିମାଡରେ ଜଣେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ ଘଟିଛି । ମୃତ ସୂଚନା ଅଧିକାରୀଙ୍କ ନାମ ଅଭିମନ୍ୟୁ ପଣ୍ଡା ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ ଅଭିମନ୍ୟୁ ଆଜି ସକାଳେ…

ଟ୍ରକକୁ ପଛରୁ ପିଟିଲା ଅନ୍ୟଏକ ଟ୍ରକ୍, ଜଣେ ମୃତ

ବଅଁରପାଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଅନ୍ତର୍ଗତ ୧୪୯ ନଂ ଜାତୀୟ ରାଜପଥ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ତାଳଚେର ପାଶ୍ୱର୍ରୁ ଆସୁଥିବା ଏକ ଟ୍ରକ୍ କୌଣସି କାରଣବଶତଃ…

ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ପାସ୍; ଏବେ ରାଜ୍ୟସଭାକୁ ଅପେକ୍ଷା

ନୂଆଦିଲ୍ଲୀ: ବହୁ ବାଦବିବାଦ ପରେ ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଗୃହିତ ହେବା ପରେ ଏବେ ସମସ୍ତଙ୍କ ନଜର ରାଜ୍ୟସଭା ଉପରେ ରହିଛି । ଗତ ସୋମବାର ଦିନ ଏହି ବିଲ୍ ସପକ୍ଷରେ ସଂସଦରେ ୩୧୧ ଭୋଟ୍ ମିଳିଥିବା ବେଳେ ବିପକ୍ଷରେ ୮୦ ଖଣ୍ଡ ଭୋଟ୍ ପଡିଥିଲା । ତେବେ ମଙ୍ଗଳବାର ଦିନ ଏହି ବିଲ୍…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୦-୧୨-୨୦୧୯ ମଙ୍ଗଳବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଡିସେମ୍ବର ତା ୧୦ ରିଖ  ମଙ୍ଗଳବାର ବିଛା  ୨୪ ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ  ତ୍ରୟୋଦଶୀ  ଭୁକ୍ତ ଚତୁର୍ଦ୍ଦଶୀ ତିଥି   କୃତ୍ତିକା…

ଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର’ ପ୍ରତିଷ୍ଠା ପ୍ରସଙ୍ଗ: ଆବଶ୍ୟକୀୟ ଜମି ନିମନ୍ତେ କେନ୍ଦ୍ରକୁ…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ରାଜଧାନୀ ଦିଲ୍ଲୀଠାରେ ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ସ୍ଥାପନ ଲାଗି ଆବଶ୍ୟକୀୟ ଜମି ଯୋଗାଇଦେବାକୁ କେନ୍ଦ୍ରକୁ ଏନେଇ ଏକ ପତ୍ର ଲେଖିଛନ୍ତି । କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଏହି ପତ୍ରରେ…

ଓଡ଼ିଶା ପୋଲିସ ମହା ନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ନେଲେ ଆଇପିଏସ ଅଭୟ

କଟକ/ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ଅଭୟ ସୋମବାର ଦିନ ଓଡ଼ିଶାର ପୋଲିସ ମହା ନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ ଭାବେ ଦାୟିିତ୍ୱ ଗ୍ରହଣ କରିବାକୁ ସୋମବାର ଦିନ ଅଭୟ ଭୁବନେଶ୍ୱରରେ ପହଞ୍ଚିଛିଥିଲେ । ସେ ହାଇଦ୍ରାବାଦସ୍ଥିତ…

ସରିଲା ନିର୍ବନ୍ଧ, ଖୁବଶୀଘ୍ର ବିବାହ କରିବେ ଅଭିନେତା ଅମ୍ଳାନ

କଟକ: ଓଡ଼ିଆ ସିନେଜଗତର ଲୋକପ୍ରିୟ ଅଭିନେତା ତଥା ଅଭିନେତା ମିହିର ଦାସଙ୍କ ପୁଅ ଅମ୍ଳାନ ଦାସ ଖୁବଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ରବିବାର ଦିନ ଅମ୍ଳାନଙ୍କ ନିର୍ବନ୍ଧ ଶେଷ ହୋଇଛି । ଅମ୍ଳାନଙ୍କ ଭାବି ପତ୍ନୀଙ୍କ ନାମ ହେଉଛି ଭୂମିକା । ସିନେ ଜଗତ ସହ କୌଣସି…