ଦିଲ୍ଲୀ ହାଉଜ ଖାସ ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା
ନୂଆଦିଲ୍ଲୀ: ଦିଲ୍ଲୀର ହାଉଜ ଖାସ ଭିଲେଜ ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ୪୩ତମ ପବିତ୍ର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା ସଂସ୍ଥା ଶ୍ରୀନୀଳାଚଳ ସେବା ସଂଘ ତରଫରୁ କୋଭିଡ୍ କଟକଣାକୁ ସମ୍ପୂର୍ଣ୍ଣ ପାଳନ କରି ବାହୁଡ଼ା ଯାତ୍ରା କରାଯାଇଥିଲା । ଶ୍ରୀଗୁଣ୍ଡିଚା ଗୃହରେ…