[ଦେଖନ୍ତୁ] ସରକାରୀ ବାବୁଙ୍କ ପିସି ଲୋଭ; ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ
ଯାଜପୁର: ସରକାରୀ ବାବୁଙ୍କ ପିସି ଲୋଭ। ଦରମା ଟଙ୍କାରେ ପୁରୁନି ବାବୁଙ୍କ ପେଟ। ଭଲ ଭାବରେ ଦେଖନ୍ତୁ କିଭଳି ଖୋଲା ଖୋଲି ଠିକାଦରଙ୍କୁ ପିସି ମାଗୁଛନ୍ତି VLW। ବିଭିନ୍ନ ଠିକା କାମରେ ୧୦ ପ୍ରତିଶତ ପିସି ଦେବାକୁ ସେ ଠିକାଦାରଙ୍କୁ ଦାବି କରୁଛନ୍ତି।
ଏ ଦୃଶ୍ୟ ହେଉଛି ଯାଜପୁର ଜିଲ୍ଲା ଦାନଗଦୀ…