କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା
ଭୁବନେଶ୍ୱର: କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା ମହିଳା।
କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍ରେ ଉତମ ଚିକିତ୍ସା ପାଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି ଭୁବନେଶ୍ୱର ବରମୁଣ୍ଡା ଅଂଚଳର ୯୨ ବର୍ଷୀୟା ସରୋଜିନୀ ପଟ୍ଟନାୟକ।
କିଛି ଦିନ ଧରି ଥଣ୍ଡା,…