Latest Odisha News

BREAKING NEWS

କଟକଣାକୁ ବେଖାତିର, ପ୍ରସାଦ ବିକ୍ରି ସ୍ଥାନରେ ଚଢ଼ାଉ

ଗୁଣୁପୁର: କରୋନା କଟକଣାକୁ ବେଖାତିର । ରାୟଗଡା ଜିଲ୍ଲା ଗୁଣୁପୁରରେ କିଛି ପୂଜକଙ୍କ ସହ ବ୍ୟକ୍ତି ଖୋଲମଖୁଲା ପ୍ରସାଦ ବିକ୍ରି କରୁଥିବା ଖବର ପାଇବା ପରେ ଗୁଣୁପୁର ଉପଜିଲ୍ଲାପାଳ ଯେ ସୋନାଲ ଆଜି ଅଚାନକ ରଥଯାତ୍ରା ପଡିଆରେ ଚଢ଼ାଉ କରିଛନ୍ତି । ପ୍ରସାଦ ବିକ୍ରି କରୁଥିବା ପୂଜକ ଏବଂ ବ୍ୟକ୍ତିଙ୍କ…

କୋଭିଶିଲ୍ଡ ଟିକାକୁ ମିଳିଲା ଫ୍ରାନ୍ସର ସ୍ୱୀକୃତି

ନୂଆଦିଲ୍ଲୀ: ଆଷ୍ଟ୍ରାଜେନେକା ଏବଂ ସେରମ୍‌ ଦ୍ବାରା ବିକଶିତ କୋଭିଶିଲ୍ଡ ଟିକା ନେଇଥିବା ଛାତ୍ରଛାତ୍ରୀ ଏବଂ ଯାତ୍ରୀ ଏଣିକି ଫ୍ରାନ୍ସ ଯାତ୍ରା କରିପାରିବେ। କୋଭିଶିଲ୍ଡ ଟିକା ଗ୍ରହଣ କରିଥିବା ଲୋକଙ୍କ ପାଇଁ ଫ୍ରାନ୍ସ ଯାତାୟାତ ଉପରେ କୌଣସି କଟକଣା ନାହିଁ। ଭାରତ ନିର୍ମିତ କୋଭିଶିଲ୍ଡ…

STF ପଞ୍ଝାରେ ଦୁଇ ଚୋରା ବନ୍ଧୁକ ବେପାରୀ, ୧୦ଟି ବନ୍ଧୁକ ଜବତ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତରେ ଧରାପଡ଼ିଛନ୍ତି ଚୋରା ବନ୍ଧୁକ ବେପାରୀ । ଭୁବନେଶ୍ୱର ଜଙ୍କିଆ ଅଞ୍ଚଳରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି ପିସ୍ତଲ, ୫ଟି SBML ବନ୍ଧୁକ ଓ ୮ ରାଉଣ୍ଡ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳର…

କୋରାପୁଟରେ ପୋଲିସ ଡିଜି ଅଭୟ, ମାଓ ଦମନ ରଣନୀତିର ସମୀକ୍ଷା

ସୁନାବେଡା: କୋରାପୁଟ ଜିଲ୍ଲା ଗସ୍ତରେ ଯାଇ ସୁନାବେଡ଼ାରେ ପହଞ୍ଚିଛନ୍ତି ପୋଲିସ ଡିଜି ଅଭୟ । ମାଓବାଦୀଙ୍କ ଗତିବିଧି ଓ ମାଓ ଦମନ ରଣନୀତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଛନ୍ତି । ମାଓ ଦମଲ ଅଭିଯାନ ଓ ଆଗାମୀ ରଣନୀତି ବାବଦରେ ଜିଲ୍ଲା ପୋଲିସ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି ।…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ମାଡୁଛି କରୋନା: ଦୁଇ ଆଥଲେଟ୍ ସଂକ୍ରମିତ

ଟୋକିଓ: ଅଲିମ୍ପିକ୍ସକୁ ଘାରିଲାଣି କରୋନା କଳାବାଦଲ । କ୍ରୀଡ଼ା ମହାକୁମ୍ଭ ପାଖେଇ ଆସିବା ବେଳେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୂର୍ବରୁ ଜଣେ ଆୟୋଜକ ସଦସ୍ୟ ସଂକ୍ରମିତ ହୋଇଥିବା ବେଳେ ଏବେ ଦୁଇ ଜଣ ଆଥଲେଟ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟି ଏହି…

ରାଜ୍ୟରୁ ଆଉ ୬୬ ଜୀବନ ନେଲା କରୋନା, ୫ ହଜାର ଡେଇଁଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୬୬ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ । ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି ।…

କଟକ ତାଳଦଣ୍ଡା କେନାଲ୍ ଓ ନେତାଜୀ ବସ୍ ଟର୍ମିନାଲ୍ ପ୍ରକଳ୍ପର ତଦାରଖ କଲେ 5T ସଚିବ

କଟକ: ଆଜି ଭୋରରୁ କଟକରେ ପହଞ୍ଚି ଯାଇଥିଲେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ୍ । ତାଳଦଣ୍ଡା କେନାଲ ଆଧୁନିକୀକରଣ ଓ ନେତାଜୀ ବସ୍ ଟର୍ମିନାଲ୍ କାମ ବି ବୁଲି ଦେଖିଛନ୍ତି ଫାଇଭ ଟି ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ୍ ଟି ସଚିବ ପ୍ରକଳ୍ପ…

ଆଜି ଓଡ଼ିଶାରୁ ୨୨୧୫ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୮୫%

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ୭୦ହଜାରରୁ ଅଧିକ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୁଇ ହଜାରରୁ ଅଢ଼େଇ ହଜାର ଭିତରେ ଆକ୍ରାନ୍ତ । ୨୪ ଘଣ୍ଟାରେ ୨ହଜାର ୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୭୨ ଓ…

ଶାଢ଼ୀ ପ୍ୟାକେଟ୍ ଭିତରୁ ବାହାରିଲା ପୁଳା ପୁଳା ଗଞ୍ଜେଇ

ଭବାନୀପାଟଣା: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ କାରସାଦି କରୁଛନ୍ତି ମାଫିଆ । କେତେବେଳେ ନଡିଆ କତା ବୋଝେଇ ଟ୍ରକରେ ତ କେବେ ପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଛନ୍ତି । ଏବେ ଶାଢ଼ୀ ପ୍ୟାକେଟ୍ ଭିତରେ ଗଞ୍ଜେଇ ଚାଲାଣ ବେଳେ ଧରିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ପୋଲିସ ।…

ପ୍ରବଳ ବର୍ଷା ପରେ ମୁମ୍ବାଇରେ ଭୂସ୍ଖଳନ, ୧୦ ମୃତ

ମୁମ୍ବାଇ: ପ୍ରବଳ ବର୍ଷା ମୁମ୍ବାଇକୁ ଅସ୍ତବ୍ୟସ୍ତ କରି ଦେଇଛି । ବର୍ଷା ପରେ ଭୂସ୍ଖଳନ । ମୁମ୍ବାଇର ଭଶିନକା ଓ ଚେମ୍ବୁର ଅଞ୍ଚଳରେ ଭୂସ୍ଖଳନରେ ୧୦ ଜଣଙ୍କର ୧୦ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ କିଛି ଲୋକ ଚାପି ହୋଇ ରହିଥିବା ଖବର ବି ଆସୁଛି । ୫-୬ଟି…