ଆଇପିଏଲ ଟିକେଟ ହେରଫେରରେ ଗିରଫ ହେଲେ ଏଚସିଏ ସଭାପତି
ହାଇଦ୍ରାବାଦ: ଆଇପିଏଲ ୨୦୨୫ ଟିକେଟ ହେରଫେରରେ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ସଭାପତି ଜଗନମୋହନ ରାଓ ଗିରଫ ହୋଇଛନ୍ତି । ତେଲେଙ୍ଗାନା ପୋଲିସ ରାଓଙ୍କ ସମେତ ଅନ୍ୟ ୪ ସିନିୟର ଅଧିକାରୀଙ୍କୁ ମଧ୍ୟ ଗିରଫ କରିଛି । ସେମାନେ ହେଲେ କୋଷାଧ୍ୟକ୍ଷ ସି.ଶ୍ରୀନିବାସ ରାଓ, ସିଇଓ ସୁନୀଲ କାନ୍ତେ ଓ…