ରାଜ୍ୟ କ୍ୟାବିନେଟରେ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୧୨୭୯ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ
ସୁନ୍ଦରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥିରେ ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୧୨୭୯ କୋଟି ଟଙ୍କାର ପ୍ରକଳ୍ପ ଉପରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍ । ସେଥି ମଧ୍ୟରେ…