ରେଳ ଇଞ୍ଜିନରେ ଯାଇ ପ୍ରକଳ୍ପ କାମ ପରଖିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ: ଦେଶର ନୂଆ ରେଳମନ୍ତ୍ରୀ ଭାବରେ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ପୁରା ଦମରେ କାମରେ ଲାଗିଛନ୍ତି । ରାତି ଅଧ ଯାଏ ବି କାମ କରୁଛନ୍ତି । ବିଭିନ୍ନ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରୁଛନ୍ତି । ଗତକାଲି ଗୁଜରାଟ ଭଦନଗର ରେଲଓ୍ୱେ ସେକ୍ସନରେ ରେଲ ପ୍ରକଳ୍ପର ସମୀକ୍ଷା କରିଛନ୍ତି…