ରାଜ୍ୟରେ ଝଡ଼ବର୍ଷା ଭୟ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ଲାଇନ୍ ଉତ୍ତର-ପଶ୍ଚିମ ଉତ୍ତରପ୍ରଦେଶ ଦେଇ ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ଦେଇ ଗତି କରୁଛି। ଏହାର ପ୍ରଭାବରେ କେନ୍ଦୁଝର,…