ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୨୦୧ ରନ୍ର ଟାର୍ଗେଟ
ଦୁବାଇ: ଯୁବ ଖେଳାଳି ଈଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ପ୍ଲେ ଅଫରେ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ୨୦୧ ରନର ବିଜୟ ଲକ୍ଷ୍ୟ ରଖିଛି । ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ଓଭର୍ରେ ୫ ୱିକେଟ ହରାଇ ୨୦୦…