ଖୁସି ଖବର, ଫେବୃଆରୀରେ ଆସିବ କରୋନା ଟିକା
ନୂଆଦିଲ୍ଲୀ:ଭାରତ ବାୟୋଟେକ ପ୍ରସ୍ତୁତ କରୁଥିବା କରୋନା ଟିକାକୁ ନେଇ ଆସିଛି ଏକ ବଡ ଖୁସି ଖବର । ଆକଳନ ତୁଳନାରେ ଗୋଟିଏ ମାସ ପୂର୍ବରୁ ଅର୍ଥାତ ଫେବୃଆରୀ ମାସରେ ଭାରତ ତା’ର କରୋନା ଟିକା ପାଇବ। ଏନେଇ ଆଜି ସରକାରଙ୍କ ପକ୍ଷରୁ କୁହାଯାଇଛି ।
ଜଣେ ବରିଷ୍ଠ ସରକାରୀ ବୈଜ୍ଞାନିକ କହିଛନ୍ତି,…