Latest Odisha News

BREAKING NEWS

ରାଜରାସ୍ତାରେ ଗର୍ଜିଲେ ରାଣୀ ପଣ୍ଡା, କହିଲେ, ଏଇଟା ଟ୍ରେଲର

ଭୁବନେଶ୍ୱର: ରାଜରାସ୍ତାରେ ଗର୍ଜିଲେ ରାଣୀ ପଣ୍ଡା । ଭୁବନେଶ୍ୱର ପିଏମ୍‌ଜି ଛକରେ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ଦାବିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । କରୋନା ସ୍ଥିତିରେ ଦୀର୍ଘ ୭ ମାସରୁ ଅଧିକ ସମୟ ଧରି ବନ୍ଦ ରହିଛି ଯାତ୍ରା…

ନଭେମ୍ବର ୧୬ରେ ପ୍ରକାଶ ପାଇବ ଏକକ ପିଜି ନାମଲେଖା ମେରିଟ ଲିଷ୍ଟ

ଭୁବନେଶ୍ୱର: ଏକକ ପିଜି ନାମଲେଖା ତାରିଖରେ କେତେକ ପରିବର୍ତ୍ତନ ହୋଇଛି । ଏେଇ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୧୦ରେ ପ୍ରକାଶ ପାଇବାକୁ ଥିବା ଏକକ ପିଜି ନାମଲେଖା ମେରିଟ ଲିଷ୍ଟ ଆସନ୍ତା ୧୬ରେ ପ୍ରକାଶ ପାଇବ । ନଭେମ୍ବର ୧୦ ତାରିଖ ସକାଳ ୧୧ଟା ୪୫ ସୁଦ୍ଧା…

ଏହି ଦିନ ଆସିବ କରୋନା ଟିକା‌, ସୂଚନା ଦେଲେ ପୁନାୱାଲା

ନୂଆଦିଲ୍ଲୀ: ଚାରିଆଡେ ବ୍ୟାପିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ପ୍ରାୟ ସବୁ ଦେଶ ଲାଗିପଡିଛନ୍ତି ଟିକା ବାହାର କରିବାରେ । ତେବେ କରୋନା ଟିକା କେବେ ଆସିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ କରୋନା ଭ୍ୟାକସିନ୍ ପ୍ରସ୍ତୁତକର୍ତ୍ତା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ…

ପାରାଦୀପରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ

ପାରାଦୀପ: ଆଜିଠାରୁ ପାରାଦୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ । ଚଳିତବର୍ଷ ସମରାଭ୍ୟାସ ନାଁ ‘ସାଗରକଚ ଓଡିଶା-ୱେଷ୍ଟବେଙ୍ଗଲ’ ରଖାଯାଇଛି ।ଏଥିରେ ସାମିଲ ହୋଇଛନ୍ତି ତଟରକ୍ଷୀ ବାହିନୀ, ନୌସେନା, ପାରାଦୀପ ପୋର୍ଟ,  ବନବିଭାଗ, ମତ୍ସ୍ୟ ବିଭାଗ, ଓଡିଶା ପୋଲିସ ସମେତ ୯ରୁ ଅଧିକ…

ଖୋଲା ବୋରୱେଲରେ ଖସି ପଡିଲା ୩ ବର୍ଷର ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

ଭୋପାଲ: ଖୋଲା ବୋରୱେଲରେ ଗଳି ପଡିଲା ୩ ବର୍ଷର ଶିଶୁ । ଶିଶୁକୁ ଉଦ୍ଧାର କରିବା ପାଇଁ ଚାଲିଛି ପ୍ରୟାସ। ଶିଶୁଟିକୁ ବଂଚାଇବା ପାଇଁ ରାତିତମାମା ଚାଲିଛି ରେସକ୍ୟୁ ଅପରେସନ୍ । ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି ପୋଲିସ ଓ ସେନା । ମଧ୍ୟପ୍ରଦେଶ ନିୱାରୀ ଜିଲ୍ଲାର ପୃଥ୍ୱୀପୁର ଅଂଚଳରେ ଘଟିଛି…

କରୋନାରେ ରାଜ୍ୟରୁ ଆଉ ୧୪ ମୃତ, ମୟୂରଭଞ୍ଜରେ ବଢୁଛି ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁହାର କମ୍ ରହିଥିଲେ ବି ପ୍ରତିଦିନ ୧୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଚାରେ ଆଉ ୧୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ସେମାନଙ୍କ ଭିତରେ ୩ ଜଣ ମହିଳା ଓ ୧୧ ଜଣ ପୁରୁଷ ଅଛନ୍ତି ।…

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ…

ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ

ପାଲଲହଡା: ଟ୍ରକ ସହ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସ ଧକ୍କା । ଏଥିରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ଆଜି ସକାଳୁ ଏହି ଦୁର୍ଘଟଣା ଘଟିଥିଲା । ଜନନୀ ଏକ୍ସପ୍ରେସ ରୋଗୀ ଆଣିବାକୁ ତେଲକୋଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ରାସ୍ତା କଡ଼ରେ ଛିଡା ହୋଇଥିବା ଟ୍ରକକୁ ଧକ୍କା…

କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୨ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛନ୍ତି । ଗତ ବିଳମ୍ବିତ ରାତିରେ ମୁମ୍ବାଇଠାରୁ…

ପର୍ଯ୍ୟଟକଙ୍କ ପାଇଁ କନ୍ଧମାଳ ମନା

ଫୁଲବାଣୀ: କୋଭିଡ କଟକଣା ମଧ୍ୟରେ ରାଜ୍ୟରେ ପର୍ଯ୍ୟଟନ ସ୍ଥଳୀ ଖୋଲିବାକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ସତ୍ତ୍ୱେ କନ୍ଧମାଳରେ ପ୍ରବେଶ ନିମନ୍ତେ ପର୍ଯ୍ୟଟକଙ୍କ ପାଇଁ ଅନୁମତି ନାହିଁ। ନଭେମ୍ବର ୩୦ ପର୍ଯ୍ୟନ୍ତ କନ୍ଧମାଳ ଜିଲ୍ଲାର ପର୍ଯ୍ୟଟନ ସ୍ଥଳ ଏବଂ…