Latest Odisha News

BREAKING NEWS

ରଥଯାତ୍ରାରେ ତିନି ରଥ ପାଇଁ ସୋଲ ଫୁଲ ଟାହିଆ

ଖୋର୍ଦ୍ଧା: ରଥଯାତ୍ରା ପାଇଁ ତିନି ରଥରେ ଲାଗିବ ସୋଲ ଫୁଲ ।  ବଡ ଦାଣ୍ଡରେ ତିନି ରଥ ଗଲାବେଳେ ରଥରେ ଝଟକୁ ଥାଏ ସୋଲ ଫୁଲ । ଏହି ଫୁଲ ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇ ସାହି ର ରାଜ କିଶୋର ପ୍ରସ୍ତୁତ କରି ଲଗାଇଥାନ୍ତି । କାରୋନା କଟକଣା ରେ ମଧ୍ୟ ସେବାରୁ ବିରତ ହୋଇନାଂହାତି ।   ଧଳା ରଙ୍ଗର ସେବତୀ,…

ପୁଣି ହାତୀ ଉପଦ୍ରବ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲାର କରଞ୍ଜିଆ ବନଖଣ୍ଡରେ ହାତୀ ଉପଦ୍ରବ ମୁଖ୍ୟ ସମସ୍ୟା ଦେଖାଦେଇଛି। କିଛି ଦିନ ହେବ କେନ୍ଦୁଝର ଜିଲ୍ଲା ପାଖରୁ ଦୁଇଟି ହାତୀପଲ କରଞ୍ଜିଆ ବନବିଭାଗରେ ମୁଣ୍ଡ ବିନ୍ଧା କାରଣ ପାଳିଟିଛି । ପ୍ରତ୍ୟେକ ଦିନ ସଂନ୍ଧ୍ୟା ହେଲେ ଆଖପାଖ ଗାଁରେ ହାତୀ ପଲ ପଶି ଲୋକଙ୍କ ଘରଦ୍ୱାର…

ଜୁଲାଇ ୧୯ ଯାଏ ଏହି ରାଜ୍ୟରେ ବଢିଲା ଲକ୍‌ଡାଉନ

ଚେନ୍ନାଇ: ତାମିଲନାଡୁରେ ଜୁଲାଇ ୧୯ ଯାଏ ବଢିଲା ଲକ୍‌ଡାଉନ। ଏ ନେଇ ତାମିଲନାଡୁ ସରକାର ଆଜି ଘୋଷଣା କରିଛନ୍ତି। ସରକାର ରାଜ୍ୟରେ କୋଭିଡ ଲକ୍‌ଡାଉନ୍‌କୁ ଜୁଲାଇ ୧୯ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ କିଛି କଟକଣାକୁ କୋହଳ କରାଯାଇଛି। ରେସ୍ତୋରାଁ, ଚା ଦୋକାନ,…

ବାପା ହେଲେ ହରଭଜନ

ନୂଆଦିଲ୍ଲୀ: ପୁଣି ଥରେ ବାପା ହେଲେ ଭାରତୀୟ ବୋଲର ହରଭଜନ ସିଂ। ଭେଟେରାନ ଇଣ୍ଡିଆର ବୋଲର ହରଭଜନ ସିଂଙ୍କ ପତ୍ନୀ ଅଭିନେତ୍ରୀ ଗୀତା ବାସ୍ରା ଶନିବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ହରଭଜନ ସିଂ ଟ୍ୱିଟରରେ ଏହି ଖବର ତାଙ୍କ ପ୍ରଶଂସକମାନଙ୍କୁ ଦେଇଛନ୍ତି। ଏହି ଦମ୍ପତିଙ୍କର ଝିଅ ହିନୟା…

ଭୁବନେଶ୍ୱର ସମେତ ଏହି ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ମଧ୍ୟରେ ଭୁବନେଶ୍ବର ସମେତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଶନିବାର ଦିନ ଅପରାହ୍ନ ୫ ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ନୁଆପଡା, ନୟାଗଡ଼,…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

ରାୟଗଡ଼ା: ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ପୋଲିସ । ପାଟ୍ରୋଲିଂ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳରୁ ଜବତ ହୋଇଛି ବସ୍ତା ବସ୍ତା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ମୋଟ୍ ୧୧ଶହ ୮୦ କିଲୋଗ୍ରାମ୍ ଗଞ୍ଜେଇ ଜବତ ହୋଇଛି…

ଜୁଲାଇ ୩୦ରେ ରିଲିଜ ହେବ କ୍ରିତି ସାନନଙ୍କ ‘ମିମି’

ନୂଆଦିଲ୍ଲୀ: ଜୁଲାଇ ୩୦ରେ ରିଲିଜ ହେବ ଅଭିନେତ୍ରୀ କ୍ରିତି ସାନନଙ୍କ ଆଗାମୀ ଚଳଚ୍ଚିତ୍ର 'ମିମି'। ପୂର୍ବରୁ ଏହି ଫିଲ୍ମକୁ ନେଇ ଅନେକ ଗୁଜବ ଶୁଣିବାକୁ ମିଳିଥିଲା। ଏଥିରେ କ୍ରିତି ଜଣେ ସରୋଗେଟ୍‌ ମଦର୍‌ ଭୂମିକାରେ ଅଭିନୟ କରିଛନ୍ତି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ଲକ୍ଷ୍ମଣ ଉଟେକର। ଆଜି…

ହ୍ୟାପି ବାର୍ଥ ଡେ ଲିଟିଲ ମାଷ୍ଟର: ଅବସରର ୩୪ ବର୍ଷ ପରେ ବି ଅତୁଟ ରହିଛି ଗାଭାସ୍କରଙ୍କ ଏହି ରେକର୍ଡ

ମୁମ୍ବାଇ: ଭାରତୀୟ କ୍ରିକେଟକୁ ନୂଆ ଦିଗ ଦେଇଥିବା ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କରଙ୍କ ଆଜି ଜନ୍ମଦିନ । ୭୨ ବର୍ଷରେ ପଦାର୍ପଣ କରିବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତା ପଠାଯାଉଛି । ଟେଷ୍ଟ କ୍ରିକେଟରେ ୩୪ ଶତକ ଏବଂ ୧୦ ହଜାରରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଥିବା ଏହି ମହାନ ଖେଳାଳିଅବସର…

ବୌଦ୍ଧ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର: ବୌଦ୍ଧ-କନ୍ଧମାଳ ସୀମା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ କମ୍ବିଂ ବେଳେ ଉଭୟପକ୍ଷ ମୁହାଁମୁହିଁ ହୋଇଛନ୍ତି । ୮ ଘଣ୍ଟାରୁ ଅଧିକ ସମୟ ହେଲାଣି ଗୁଳି ବିନିମୟ ଚାଲିଛି । ମାଓବାଦୀଙ୍କ ଗୁଳିରେ ୨ ଯବାନ ଗୁରୁତର ହୋଇଥିବା ନେଇ ଆଇଜି (ଅପରେସନ୍‌) ଅମିତାଭ…

‘ବିକ୍ରମ ବେଦ’ର ହିନ୍ଦୀ ରିମେକରେ ଏକାଠି ଆସିବେ ହ୍ରିତିକ ଓ ସୈଫ

ମୁମ୍ବାଇ: ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନ ଏବଂ ସୈଫ ଅଲି ଖାନ ସୁପରହିଟ ତାମିଲ ଚଳଚ୍ଚିତ୍ର ବିକ୍ରମ ବେଦର ହିନ୍ଦୀ ରିମେକରେ ଅଭିନୟ କରିବେ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ ପୁଷ୍କର-ଗାୟତ୍ରୀ। ମୂଳ ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଆର ମାଧବନ୍ ଏବଂ ବିଜୟ ସେଥୁପାଠୀ ମୁଖ୍ୟ…