Latest Odisha News

BREAKING NEWS

ଟ୍ରେନ୍ ଯାତ୍ରା ପାଇଁ ରେଳବାଇ ଜାରି କଲା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍

ଭୁବନେଶ୍ବର : ସାରା ଦେଶରେ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବା ଉଦ୍ଦେଶ୍ୟରେ ରେଳ ଯାତ୍ରୀମାନଙ୍କ ପାଇଁ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ ବା ଏସଓପି ଜାରି କରିଛି ରେଳ ମନ୍ତ୍ରଣାଳୟ । ୱେଟିଂ ଲିଷ୍ଟରେ ଥିବା ଯାତ୍ରୀମାନଙ୍କୁ ଟ୍ରେନରେ ଯାତ୍ରା କରିବା ଏବଂ ଷ୍ଟେସନରେ ପ୍ରବେଶ କରିବାକୁ…

ପୃଥିବୀ ଉପରେ ଖସିପାରେ ଚୀନ ରକେଟର ବଡ଼ ଭଗ୍ନାଂଶ

ନୂଆଦିଲ୍ଲୀ: ଚୀନର ଏକ ରକେଟର ଭଗ୍ନାଂଶ ପୃଥିବୀ ଆଡ଼କୁ ମାଡ଼ି ଆସୁଛି । ଯାହା ଉପରେ କୌଣସି ନିୟନ୍ତ୍ରଣ ନାହିଁ । ଏହି ଭଗ୍ନାଂଶ ପୃଥିବୀ ଉପରେ ଖସିପାରେ । ତେବେ ଭଗ୍ନାଂଶ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ଖସିବ ତାହା ସ୍ପଷ୍ଟ ହୋଇନାହିଁ । ଚୀନ୍ ଏପ୍ରିଲ ୨୯ରେ ଚୀନ ରକେଟ୍ ୫ବିର ଉତକ୍ଷେପଣ…

କରୋନା ଆତଙ୍କ ଭିତରେ ‘ବ୍ଲାକ ଫଙ୍ଗସ୍’ ସଂକ୍ରମଣ ଚିନ୍ତା, କ’ଣ ଏହି ନୂଆ ରୋଗ ?

ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରକୁ ନେଇ ଦେଶରେ ଏବେ ହାହାକାର ସ୍ଥିତି । ଏଭଳି ସ୍ଥିତିରେ ଭାରତରେ ଆଉ ଏକ ନୂଆ ସଂକ୍ରମଣ ଚିନ୍ତା ବଢ଼ାଇଲାଣି । ଯାହାକୁ ବ୍ଲାକ ଫଙ୍ଗସ୍ ବା ମ୍ୟୁକରମାଇକୋସିସ୍ ରୋଗ ବୋଲି କୁହାଯାଉଛି । ଦିଲ୍ଲୀରେ ଚିକିତ୍ସାଧୀନ କରୋନା ଆକ୍ରାନ୍ତଙ୍କ ପାଖରେ ଏହି ସଂକ୍ରମଣ…

କରୋନା କବଳରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ପରିବାର

ମୁମ୍ବାଇ: କରୋନା କବଳରୁ ବାଦ୍ ପଡିନି ବଲିଉଡ ଜଗତ। ଏଭଳି ସମୟରେ ଶିଳ୍ପା ସେଟ୍ଟୀଙ୍କ ସମେତ ତାଙ୍କ ପୂରା ପରିବାର ମଧ୍ୟ ଶୁକ୍ରବାର ଦିନ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଅଭିନେତ୍ରୀ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଶିଳ୍ପା ନିଜ ଇନଷ୍ଟାଗ୍ରାମରେ ଏକ…

ଅଣ୍ଡରଓ୍ୱାର୍ଲଡ ଡନ୍ ଛୋଟା ରାଜନ ମୃତ୍ୟୁ ଖବର ମିଛ

ନୂଆଦିଲ୍ଲୀ: ଅଣ୍ଡରଓ୍ୱାର୍ଲଡ ଡନ୍ ଛୋଟା ରାଜନ ଜୀବିତ ଅଛନ୍ତି । ସେ ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କର ମୃତ୍ୟୁ ଖବର ମିଛି । ଛୋଟା ରାଜନଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ପରେ ଏମ୍ସ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । ଛୋଟା ରାଜନ ତିହାର ଜେଲରେ କରୋନା ସଂକ୍ରମିତ…

ଲକ୍‌ଡାଉନ ସମୟରେ ସହରାଞ୍ଚଳର ବୁଲା ପଶୁଙ୍କୁ ଖାଦ୍ୟ ଯୋଗାଇବାକୁ ଅନୁରୋଧ କଲା ପ୍ରଶାସନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍‌ଡାଉନ ଘୋଷଣା ହୋଇଛି । ରାସ୍ତାରେ ଯାନବାହାନ ଚଳାଚଳ ଉପରେ କଟକଣା ସହ ଅତ୍ୟାବଶ୍ୟକ ଜିନିଷ ମିଳୁଥିବା ଦୋକାନକୁ ଛାଡି ଦେଲେ ଅନ୍ୟ ସବୁ ବନ୍ଦ ରହୁଛି । ଫଳରେ ବୁଲା ଗାଇଗୋରୁ ଓ କୁକୁର ଖାଦ୍ୟ ପାଇ ପାରୁ ନ ଥିବା ଦେଖିବାକୁ ମିଳୁଛି ।…

ସଂକ୍ରମଣ ଭଳି ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୮୪୦୧ ଜଣ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ପ୍ରତିଦିନ ନୂଆ ନୂଆ ରେକର୍ଡ କରି ଚାଲିଛି । ସେହିଭଳି କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ସବୁ ରେକର୍ଡ ଭାଙ୍ଗିଛି । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟାରେ କରୋନାରୁ ୮ ହଜାର ୪୦୧ ଜଣ ସୁସ୍ଥ ହୋଇଛନ୍ତି…

ପାଟଣାଗଡ଼ ଉପକାରାଗାରରେ ୪୦ ଅନ୍ତେବାସୀଙ୍କୁ କରୋନା, ଜଣେ ମୃତ

ବଲାଙ୍ଗିର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ଜେଲରେ ଭୂତାଣୁର ବିସ୍ଫୋରଣ ହୋଇଛି । ବଲାଙ୍ଗିରର ପାଟଣାଗଡ଼ ଉପକାରାଗାରରେ ୪୦ ଜଣ ଅନ୍ତେବାସୀ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସଂକ୍ରମିତ ଅନ୍ତେବାସୀଙ୍କ ମଧ୍ୟରୁ ଜଣେ କଏଦୀ କରୋନାରେ ପ୍ରାଣ ହରାଇଛନ୍ତି । ମୃତକ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏ ନେଇ ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ, ଏକ ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା…

୧୧ ଯାଏ କାଳବୈଶାଖୀ, ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା କାଳବୈଶାଖୀ ପିଛା ଛାଡ଼ୁନି । ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ଏସଆରସି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି । କାଳବୈଶାଖୀ ନେଇ ୮ ତାରିଖ…