Latest Odisha News

BREAKING NEWS

ରାଷ୍ଟ୍ରପତି ନିର୍ବାଚନକୁ ନେଇ ଅଭିଯୋଗ ଆଣିଲେ ଟ୍ରମ୍ପ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ସାଂଘାତିକ ଅଭିଯୋଗ ଆଣିଲେ ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ସେମାନେ ଏବେ ଆଗରେ ଅଛନ୍ତି । ତେବେ ଭୋଟିଂ ବନ୍ଦ ହେବା ପରେ ବି ଜାରି ରହିଛି ମତଦାନ । ଯାହାକି ନିୟମ ଉଲଂଘନ । ଏପରି କରିବା ଦ୍ୱାରା ଫଳାଫଳକୁ ଚୋରି କରିବାକୁ ବିରୋଧୀ…

ଦିଲ୍ଲୀ ବିମାନବନ୍ଦର ଉଡାଇ ଦେବାକୁ ଧମକ ଦେଲା ଖାଲିସ୍ତାନ ସଂଗଠନ

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦର ସମେତ ଅନେକ ସ୍ଥାନରେ ଖାଲିସ୍ତାନୀ ସଂଗଠନ ବିସ୍ଫୋରଣ ହେବାର ଧମକ ଦେଇଛନ୍ତି। ଖାଲିସ୍ତାନ ସମର୍ଥକ ସଂଗଠନ ଶିଖ୍ ଫର ଜଷ୍ଟିସ୍ ଡିସିପି ବିମାନବନ୍ଦରେ ରାଜୀବ ରଂଜନଙ୍କ ଫଟୋକୁ ଲଗାଇ 'ଫେସ୍‌‌ ଅଫ୍‌ ଟେରର୍‌' ବୋଲି ଘୋଷଣା କରିଛନ୍ତି। ଏହା ସହିତ ଖାଲିସ୍ତାନ…

ଜେସିବିକୁ ଧକ୍କା ଦେଲା କାର୍‌, ଜଣେ ମୃତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ ଅର୍ଜୁନପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟେଲିଫୋନ ମରାମତି ପାଇଁ ରାସ୍ତା କଡରେ ଛିଡା ହୋଇଥିବା ଜେସିବିକୁ ଏକ କାର୍ ଧକ୍କା ଦେଇଥିଲେ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪.୮୩ ଲକ୍ଷ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ କରୋନା ମହାମାରୀ ପୁଣି ଥରେ ଭୟଙ୍କର ରୂପ ନେଇଛି। ଏହାର ବିପଦ ଦିନକୁ ଦିନ ବୃଦ୍ଧି ପାଉଛି। ଦୁନିଆରେ କରୋନା ସଂକ୍ରମଣର ସଂଖ୍ୟା ସାଢେ ଚାରି କୋଟି ୭୮ ଲକ୍ଷ ଅତିକ୍ରମ କରିଛି। ଏଥିମଧ୍ୟରୁ ୧୨ ଲକ୍ଷ ୧୯ ହଜାରରୁ ଅଧିକ ରୋଗୀ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ…

୫୫ତମ ଜନ୍ମଦିନକୁ ନିଆରା ଢ଼ଙ୍ଗରେ ପାଳିଲେ ମିଲିନ୍ଦ, ଉଲଗ୍ନ ହୋଇ ସମୂଦ୍ରକୂଳରେ ଦୌଡିଲେ

ମୁମ୍ବାଇ: ଚମକେଇ ଦେଲେ ମଡେଲ ତଥା ଅଭିନେତା ମିଲିନ୍ଦ ସୋମନ । ୫୫ତମ ଜନ୍ମଦିବସକୁ ସେ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି । ସୋସିଆଲ ମିଡିଆରେ ସମୂଦ୍ରକୂଳରେ ୧୨ କିଲୋମିଟର ଉଲଗ୍ନ ହୋଇ ଦୌଡୁଥିବା ଫଟୋ ଶେୟାର କରି ସେ ଲେଖିଛନ୍ତ ହାପି ବାର୍ଥ ଡେ ଟୁ ମି । ଏହି ଫଟୋ ତାଙ୍କ ପତ୍ନୀ ଅଙ୍କିତ କୁଅଁର…

ଅଭିନେତା ଫରାଜ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ଆରପାରିରେ ବଲିଉଡ ଅଭିନେତା ଫରାଜ ଖାନ୍ । ବୁଧବାର ତାଙ୍କ ଦେହାନ୍ତ ହୋଇଛି । ବେଙ୍ଗଳୁରୁ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏନେଇ ଅଭିନେତ୍ରୀ ପୂଜା ଭଟ୍ଟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ‘ଫରେବ’ ଓ ‘ମେହେନ୍ଦୀ’ ଭଳି…

ଏ ମାସରେ ହିଁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଚଳିତ ମାସ ଅର୍ଥାତ ନଭେମ୍ବର ମାସରେ ହିଁ ଖୋଲିବ ସ୍କୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ନବମରୁ ଦଶମ ଯାଏଁ ସମ୍ପୂର୍ଣ୍ଣ କ୍ଲାସ ହେବ । ତେବେ ପିଲାଙ୍କୁ ସ୍କୁଲ ଛାଡିବାକୁ ଯଦି ଅଭିଭାବକ ରାଜି ନହୁଏନ୍ତି ତେବେ ଅନ୍‌ଲାଇନ୍‌ରେ କ୍ଲାସ…

ଖୁବ୍‌ ଶୀଘ୍ର ବଲିଉଡ୍‌ରେ ପାଦ ଦେବେ ଇବ୍ରାହିମ୍‌ ଅଲ୍ଲୀ ଖାନ୍‌

ନୂଆଦିଲ୍ଲୀ: ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ଇବ୍ରାହିମ ଅଲ୍ଲୀ ଖାନ୍‌ ମଧ୍ୟ ତାଙ୍କ ପିତାଙ୍କ ପଦ ଅନୁସରଣ କରିବାକୁ ପ୍ରସ୍ତୁତ ଅଛନ୍ତି। ରିପୋର୍ଟ ଅନୁଯାୟୀ ସୈଫ ଅଲି ଖାନଙ୍କ ପୁଅ ଇବ୍ରାହିମ ଅଲ୍ଲୀ ଖାନ ଏବେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ସଜବାଜ ହେଉଛନ୍ତି। ସୈଫ୍‌ ନିଜେ ଏହି…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳର ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାଟର୍ସରେ ଭିଜିଲାନ୍ସ ଚଢ଼ାଉ କରିଛି…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସୋସିଆଲ୍‌ ମିଡିଆରେ ଟ୍ରେଣ୍ଡ୍‌ କରୁଛି ପନିର୍‌ ଟିକ୍କା

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମୟରେ ପନିର୍‌ ଟିକ୍କା ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଯେତେବେଳେ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଟ୍ୱିଟର୍‌ରେ ଭାରତୀୟ ଖାଦ୍ୟର ଟ୍ରେଣ୍ଡ୍‌ ହୋଇଥିବାର ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ ଏହି…