Latest Odisha News

BREAKING NEWS

ଅନୁଗୋଳ ଜିଲ୍ଲାର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣା, ୨ ମୃତ

ଅନୁଗୋଳ: ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣାରେ ଅନୁଗୋଳ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । କିଶୋରନଗର ଥାନା ରାଇବାହଲ ନିକଟରେ ବ୍ରିଜ ତଳକୁ ବାଇକ୍ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ଜଣେ ଆହତ ହୋଇଛନ୍ତି । ମୃତକ ହେଲେ ଆଠମଲ୍ଲିକ ତେଲି ସାହିର ବିନ ପାଣ୍ଡେ । ସେହିପରି…

ମିଶନ ହ୍ୱାଇଟ୍ ହାଉସ୍: ଇଲେକ୍ଟୋରାଲ୍ ଭୋଟରେ ଆଗରେ ଜୋ ବିଡେନ୍

ନ୍ୟୁୟର୍କ: କାହା ଦଖଲକୁ ଯିବା ହ୍ୱାଇଟ୍ ହାଉସ୍ ? ଡୋନାଲ୍ଡ ଟ୍ରମ୍ପ ନା ଜୋ ବିଡେନ୍ ? ଆମେରିକାର ୪୬ତମ ରାଷ୍ଟ୍ରପତି ନିର୍ବାଚନ ନେଇ ଭୋଟ ଗଣିତ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଗଣିତରେ ଆଗୁଆ ରହିଛନ୍ତି ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍ । ଇଲେକ୍ଟୋରାଲ୍ ଭୋଟରେ ସେ…

କଲଭର୍ଟରେ ପିଟି ହେଲା ବାଇକ୍; ୨ ଯୁବକ ମୃତ

କୋରାପୁଟ: କୋରାପୁଟ ଜିଲ୍ଳାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍ଥାନୀୟ କାକିରିଗୁମ୍ମା ଥାନା ଅନ୍ତର୍ଗତ ପଞ୍ଚଡ଼ା ନିକଟରେ ଭାରସାମ୍ୟ ହରାଇ ଏକ ବାଇକ କଲଭର୍ଟରେ ପିଟି ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ୨ ଜଣ ଯୁବକ ହୋଇଥିବା ବେଳେ ସେମାନଙ୍କ ନାମ…

ଘୁଞ୍ଚିଲା ବ୍ୟାରିକେଡ; ସିଂହଦ୍ୱାର ସମ୍ମୁଖରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ

ପୁରୀ: ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଦୀର୍ଘ ଦିନ ଧରି ଅପେକ୍ଷା କରିଥିବା ଭକ୍ତଙ୍କ ପାଇଁ ଆଶ୍ୱସ୍ତିକର ଖବର । କାର୍ତ୍ତିକ ମାସରେ ହବିଷ୍ୟାଳିଙ୍କ ଦର୍ଶନ ପାଇଁ ମନ୍ଦିର ଚାରିପାଖର ବ୍ୟାରିକେଡ଼କୁ ପ୍ରାୟ ୨୦ ଫୁଟକୁ ଘୁଞ୍ଚାଇ ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ…

ଆଜି ଭାରତରେ ପହଞ୍ଚିବ ଆଉ ୩ଟି ରାଫେଲ୍ ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି । ଭାରତକୁ ମିଳିବ ଆଉ ୩ ରାଫେଲ୍ ଯୁଦ୍ଧ ବିମାନ । ଆଜି ସଂନ୍ଧ୍ୟା ସୁଦ୍ଧା ଅମ୍ବାଲା ଏୟାରବେସରେ ପହଞ୍ଚିବେ ତିନିଟି ଲଢୁଆ ରାଫେଲ୍ ଯୁଦ୍ଧ ବିମାନ । ଏମାନଙ୍କ ଯୋଗଦାନ ବାୟୁସେନାକୁ ଅଧିକ ଶକ୍ତିଶାଳୀ କରିବ । ଫ୍ରାନ୍ସରୁ ଉଡ଼ାଣ ଭରିବା ପରେ…

କୋରାପୁଟରୁ ଜବତ ହେଲା କୋଟିଏ ଟଙ୍କା ମୂଲ୍ୟର ଗଞ୍ଜେଇ

କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରୁ ପାଖାପାଖି ୧ କୋଟି ମୂଲ୍ୟର ଗଞ୍ଜେଇ ଜବତ ହୋଇଛି । ଗୋଟିଏ ପିକଅପ୍ ଭ୍ୟାନରୁ ଗଞ୍ଜେଇ ସହ ବନ୍ଧୁକ ଜବତ କରିଛି ପୋଲିସ। ମାଛକୁଣ୍ଡ ପୋଲିସ ଏବଂ  ବିଏସଏଫ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ ଚାଲିଥିବା ବେଳେ ଏହି ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ…

କରୋନା : ଆଉ ଏକ ପ୍ରେମ କବିତା

ମନୋଜ ରଥ                                            ଆମେ ବି ଧାଉଁଥିଲେ ସାରା ଟା ପ୍ରୁଥିବୀ ସାଂଗରେ ଯେତେବେଳେ ପବନ ମାଗୁଥିଲା ଅମ୍ଳଜାନ । ଫୁର୍ ସତ୍ ହିଁ ନ ଥିଲା ଆମ ପାଖରେ ଜହ୍ନ ପାଇଁ ଚୁଂବନ ପାଇଁ ଦଣ୍ତେ ଠିଆ ହେଇ ଦେଖିବାକୁ ପରସ୍ପର ଭିତରେ ବାହାରେ ଆସିଥିବା…

ମହିଳାଙ୍କୁ ସଶକ୍ତ କରୁଛି ଉତ୍କଳ ଆଲୁମିନାର ପ୍ରୋଜେକ୍ଟ କୌଶଲ୍ୟା

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍ରଟ ଏକ ୟୁନିଟ୍‍ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ‘କୌଶଲ୍ୟା’ ଓଡ଼ିଶାର ରାୟଗଡ଼ା ଜିଲାର ୧୫୦ରୁ ଅଧିକ ଗ୍ରାମୀଣ ମହିଳାଙ୍କ ଜୀବନରେ ଅଭୂତପୂର୍ବ ପାର୍ଥକ୍ୟ ଆଣିପାରିଛି । ପ୍ରାୟ ୫ବର୍ଷ…

କେଦାରନାଥ ଧାମର କିମ୍ବଦନ୍ତୀ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ…

କରୋନାରେ ପ୍ରାଣ ହରାଇଲେ ବିଶିଷ୍ଟ ଶିକ୍ଷାବିତ ଡଃ ବଂଶୀଧର ତ୍ରିପାଠୀ: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଓଡିଶାର ଜଣେ ପ୍ରଖ୍ୟାତ ଶିକ୍ଷାବିତ୍‌, ପୂର୍ବତନ ଶିକ୍ଷା ଗବେଷଣାର ଯୁଗ୍ମ ନିର୍ଦ୍ଦେଶକ ତଥା ରେଭେନ୍‌ସା ବିଶ୍ୱ ବିଦ୍ୟାଳୟ ଶିକ୍ଷା ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ଆଦର୍ଶ ଶିକ୍ଷକ ପ୍ରଫେସର ଡଃ ବଂଶୀଧର ତ୍ରିପାଠୀଙ୍କର ସୋମବାର ଦିନ ସନ୍ଧ୍ୟା ୯.୪୩ ମିନିଟ୍‌ରେ ସମ୍ ହସ୍‌ପିଟାଲ…