Latest Odisha News

BREAKING NEWS

ଟିକାକରଣ ଲାଗି ନୂଆ ନିୟମ; ଟିକା ନାହିଁ ତ ଚାକିରି ନାହିଁ

ନୂଆଦିଲ୍ଲୀ: ସମଗ୍ର ବିଶ୍ବରେ ଡେଲ୍‌ଟା ଭାରିଆଣ୍ଟର ବିସ୍ତାର ଏବେ ଚିନ୍ତାର ବିଷୟ ହୋଇଛି। ଏହି ସମୟରେ ମାରାତ୍ମକ ଭୂତାଣୁରୁ ଜୀବନ ବଞ୍ଚାଇବାର ଏକମାତ୍ର ଉପାୟ ହେଉଛି ଟିକାକରଣ। ବିଶେଷଜ୍ଞଙ୍କ ମତନୁଯାୟୀ ଯଦି ସମସ୍ତେ ଟିକାକରଣ କରନ୍ତି ତେବେ ଏଥିରୁ ରକ୍ଷା ପାଇହେବ। ତେବେ ଫିଜିରେ ଡେଲଟା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୯-୭-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁଲାଇ ତା ୯ ରିଖ ଶୁକ୍ରବାର ମିଥୁନ ୨୫ ଦିନ ଆଷାଢ଼ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ ଅମାବାସ୍ୟା ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର- ବିଛା, ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର- କନ୍ୟା ରାଶି…

କବିତା : ସ୍ୱପ୍ନ

ରବି ପଣ୍ଡା  ଆକାଶର ଅଗଣାରୁ ଉଙ୍କି ମାରେ କିଏ ଏ ରୂପସୀ ରୂପେଲୀ ପଣତ ତାର ଦିଗନ୍ତରୁ ଦିଗନ୍ତକୁ ଛୁଏଁ ମୁହେଁ ତା' ଝଲସୁଥାଏ ମାୟାବିନୀ ଝକମକି ହସ କଥାକୁହା ଆଖିରେ ସେ ଅକୁଣ୍ଠିତ ଆମନ୍ତ୍ରଣ ଦିଏ। କୃଷ୍ଣଚୂଡ଼ା ଠିଆ ଥାଏ, ଡାଳେଡାଳେ ପେନ୍ଥା ପେନ୍ଥା ଫୁଲ ଛାତିରେ ଛାତିଏପ୍ରେମ,…

ବିଡିଏର ଚେତାବନୀ, ପ୍ଲଟ ପାଇବାର ୫ ବର୍ଷ ମଧ୍ୟରେ ଗୃହ ନିର୍ମାଣ ନକଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ବା ବିଡିଓ ଠାରୁ ଆବଣ୍ଟନ ମାଧ୍ୟମରେ ଜମି ପାଇଥିବା ହିତାଧିକାରୀଙ୍କ ପାଇଁ ବିଡିଏର ନୋଟିସ । ଜମି ବା ପ୍ଲଟ ପାଇବାର ୫ ବର୍ଷ ମଧ୍ୟରେ ଗୃହ ନିର୍ମାଣ ନକଲେ ହେବ କାର୍ଯ୍ୟାନୁଷ୍ଠାନ । ଜରିମାନା ଆଦାୟ କରାଯିବା ସହ ଆବଶ୍ୟକ ସ୍ଥଳେ ଆଲର୍ଟମେଣ୍ଟକୁ…

ରାଜ୍ୟରେ ଆରମ୍ଭ ହେଲା ଇଫକୋ ଦ୍ବାରା ନାନୋ ୟୁରିଆ ସାର ଯୋଗାଣ

ଭୁବନେଶ୍ବର : କୃଷକଙ୍କ ପାଇଁ ଖୁସି ଖବର । ଇଫକୋ ଦ୍ବାରା ଆରମ୍ଭ ହୋଇଛି ନାନୋ ୟୁରିଆ ସାର ଯୋଗାଣ । ଗୁଜୁରାଟର କଲ୍ଲୋଳ କାରଖାନାରୁ ଓଡ଼ିଶା ପାଇଁ ୟୁରିଆ ସାର ଯୋଗାଣ ହୋଇଛି । ସ୍ଵଦେଶୀ ଜ୍ଞାନ କୌଶଳ ଦ୍ବାରା ପ୍ରସ୍ତୁତ ଏହି ସାର ୟୁରିଆର ବିକଳ୍ପ ଭାବରେ ବ୍ୟବହାର କରାଯାଇ ପାରିବ । ଏହି…

ଅଲମ୍ପିକ୍ସରେ ପଦକ ବିଜେତା ଓଡ଼ିଆଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ଟୋକିଓ ଅଲମ୍ପିକ୍ସରେ ଯୋଗ ଦେବାକୁ ଥିବା ଓଡ଼ିଆ କ୍ରୀଡାବିତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କୁ ଉତ୍ସାହିତ କରିବ ସହ ଶୁଭେଚ୍ଛା ଜଣାଇଛନ୍ତି । ଘୋଷଣା କରିଛନ୍ତି ମେଡାଲ ବିଜେତାଙ୍କ ପାଇଁ ପୁରସ୍କାର ରାଶି। ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରତି…

ଭାରତ-ଶ୍ରୀଲଙ୍କା ସିରିଜ ଅୟୋଜନ ନେଇ ସଙ୍କଟ, ଆୟୋଜକ ଦଳର ବ୍ୟାଟିଂ କୋଚ କରୋନା ସଂକ୍ରମିତ

କଲମ୍ବୋ: ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ଏବଂ ଟି୨୦ କ୍ରିକେଟ ସିରିଜରେ କରୋନା ସଙ୍କଟ ଦେଖାଦେଇଛି । ଗୁରୁବାର ଶ୍ରୀଲଙ୍କାର ବ୍ୟାଟିଂ କୋଚ ଗ୍ରାଂଟ ଫ୍ଲାୱାର କରୋନା ସଂକ୍ରମିତ ଥିବା ଜଣାପଡିବା ପରେ ଏହାର ଆୟୋଜନ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । ୧୩ ଜୁଲାଇରୁ ଦିନିକିଆ…

ପୋଲିସ ଜାଲରେ ଲୁଟେରା, ବିପୁଳ ଟଙ୍କା ଓ ସୁନା ଗହଣା ଜବତ

ଗୁଣୁପୁର: କରୋନା ମହାମାରୀରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଭଳି ସରକାରୀ ଘୋଷଣା ସାମ୍ନାକୁ ଆଣିଛି ଅନେକ ଅପ୍ରତ୍ୟଶିତ ପରିସ୍ଥିତି । ବଢିଛି ବେରୋଜଗାରୀ, ବ୍ୟାପିଛି ଲୁଟ୍ ଓ ଡକାୟତି ଭଳି ଅପରାଧିକ ଘଟଣା । ଏହି ଧାରାରେ ରାୟଗଡା ଜିଲ୍ଲାରେ ଏକ ଲୁଟ୍ ମାମଲାର ପର୍ଦ୍ଦାଫାସ୍ କରିବାରେ ସଫଳ ହୋଇଛି…

ଆସନ୍ତୁ ଜାଣିବା ସୋନାକ୍ଷୀ,ରିତେଶ ଅଭିନୀତ ହରର କମେଡି ଫିଲ୍ମର ନାମ କଣ ରହିଲା

ମୁମ୍ବାଇ:ଏବେ ବଲିଉଡରେ ହରର କମେଡି ଫିଲ୍ମର ଟ୍ରେଣ୍ଡ ଚାଲିଛି । ଖୁବ୍ ଶୀଘ୍ର ସୋନାକ୍ଷୀ ସିହ୍ନା ଓ ରିତେଶ ଦେଶମୁଖ ଏ ଭଳି ଏକ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି । ଆଦିତ୍ୟ ସରପୋତଦାର ନିର୍ଦ୍ଦେଶିତ ଏହି ଫିଲ୍ମର ନାମ କକୁଡା ରଖାଯାଇଛି । ପ୍ରଥମ ଥର ପାଇଁ ଦର୍ଶକ ସୋନାକ୍ଷୀ-ରିତେଶଙ୍କ ଯୋଡି…

ଟାଓ୍ବାର ବସାଇବା ନାଁରେ ଲୁଟି ନେଇଥିଲେ ୩୯ ଲକ୍ଷ, କୋଲକାତାରୁ ଧରିଲା ପୋଲିସ

ଭୁବନେଶ୍ବର : ନୂଆ ତରିକାରେ ସାଇବର ଠକେଇ । ମାଳ ମାଳ ବ୍ୟାଙ୍କ ପାସ୍ ବୁକ୍ । ଏକାଧକ ଏଟିଏମ୍ କାର୍ଡ୍ ସାଙ୍ଗକୁ ଲାପଟପ୍ । ରିଲାଏନ୍ସ ଜିଓର ଟାୱାର ବସାଇବା ପାଇଁ ଅଛି ବିଭିନ୍ନ ଡକ୍ୟୁମେଣ୍ଟ୍ । ଜିଓ ଟାୱାର କରାଇଦେବା ନାଁରେ ହୋଇଥିବା ଠକେଇର ହୋଇଛି ପର୍ଦ୍ଦାଫାସ । ଏଭଳି ଏକ ଠକ କମ୍ପାନୀର…