କରୋନାରେ ପ୍ରାଣ ହରାଇଲେ ବିଶିଷ୍ଟ ଶିକ୍ଷାବିତ ଡଃ ବଂଶୀଧର ତ୍ରିପାଠୀ: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ଓଡିଶାର ଜଣେ ପ୍ରଖ୍ୟାତ ଶିକ୍ଷାବିତ୍, ପୂର୍ବତନ ଶିକ୍ଷା ଗବେଷଣାର ଯୁଗ୍ମ ନିର୍ଦ୍ଦେଶକ ତଥା ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଶିକ୍ଷା ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ଆଦର୍ଶ ଶିକ୍ଷକ ପ୍ରଫେସର ଡଃ ବଂଶୀଧର ତ୍ରିପାଠୀଙ୍କର ସୋମବାର ଦିନ ସନ୍ଧ୍ୟା ୯.୪୩ ମିନିଟ୍ରେ ସମ୍ ହସ୍ପିଟାଲ…