Latest Odisha News

BREAKING NEWS

ଭାରତୀୟ ଯାତ୍ରୀଙ୍କୁ ଶ୍ରୀଲଙ୍କା ମନା

କଲମ୍ବୋ: ଶ୍ରୀଲଙ୍କା ଆଜି ଘୋଷଣା କରିଛି ଯେ ଭାରତରେ କରୋନା ମାମଲାରେ ରେକର୍ଡ ବୃଦ୍ଧି ହେତୁ ତୁରନ୍ତ ଭାରତରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି।। ବ୍ରିଟେନ, ୟୁଏଇ, ଅଷ୍ଟ୍ରେଲିଆ ଏବଂ ସିଙ୍ଗାପୁର ପରି ଅନେକ ଦେଶ ଭାରତ ତଥା ଅନ୍ୟ ଦକ୍ଷିଣ ଏସୀୟ ଦେଶମାନଙ୍କରେ…

ଜୁନ୍ ପହିଲାରେ ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ

ନୂଆଦିଲ୍ଲୀ: ଏ ବର୍ଷ ସମୟରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମୟରେ କେରଳ ଛୁଇଁବ । ଏନଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥାଏ । ଦେଶରେ ହେଉଥିବା ବର୍ଷାର ୭୦ ପ୍ରତିଶତ ଜୁନରୁ ସେପ୍ଟେମ୍ବର ମାସ ମଧ୍ୟହେ ହୋଇଥାଏ । ପାଣିପାଗ…

କୋଭିଡ୍‌ ପରିଚାଳନା; ଏହି ୩ ଜିଲ୍ଲାକୁ ୭.୬୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍‌ ପରିଚାଳନା ପାଇଁ ରାଜ୍ୟର ଏହି ତିନୋଟି ଜିଲ୍ଲାକୁ ୭.୬୨ କୋଟି ଟଙ୍କା ଅତିରିକ୍ତ ପାଣ୍ଠି ମଞ୍ଜୁର କରିଛନ୍ତି। ଏହି ୩ ଜିଲ୍ଲା ମଧ୍ୟରେ ପୁରୀ, ସୁବର୍ଣ୍ଣପୁର ଏବଂ ସମ୍ବଲପୁରକୁ ସାମିଲ କରାଯାଇଛି। ପୁରୀ ଜିଲ୍ଲାକୁ କୋଭିଡ ପରିଚାଳନା ପାଇଁ ୨ କୋଟି ଟଙ୍କା…

ଢେଙ୍କାନାଳରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର !

ଢେଙ୍କାନାଳ: ଗଛରେ ଝୁଲୁଥିଲା ଜଣେ ମହିଳାଙ୍କ ମୃତଦେହ । ଏହି ଘଟଣାକୁ ନେଇ ଢେଙ୍କାନାଳ ବସୁଲେଇ ଗାଁ ଚର୍ଚ୍ଚାକୁ ଆସିଛି । ଗାଁ ପାଖ ଶିବ ମନ୍ଦିର ପଛରେ ଥିବା ଏକ ପଳାସ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା ଦୁଷ୍ମନ୍ତ ରାଉତଙ୍କ ସ୍ତ୍ରୀ ଅଂଜନାଙ୍କ ମୃତଦେହ । ମିଳିଥିବା ସୂଚନା ଅନୁଯାୟୀ…

ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ବିରୋଧୀଦଳର ନେତା ତଥା ବିଜେପି ନେତା ପ୍ରଦୀପ୍ତ କୁମାର ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିଛନ୍ତି ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। “କରୋନା ପଜିଟିଭ ଆସିବା ପରେ ବିରୋଧୀଦଳର ନେତା ପ୍ରଦୀପ୍ତ…

କରୋନାରେ ବଲିଉଡ ଅଭିନେତ୍ରୀ ଶ୍ରୀପ୍ରଦାଙ୍କ ପରଲୋକ

ମୁମ୍ବାଇ: କରୋନାରେ ଚାଲିଗଲା ଆଉ ଜଣେ କଳାକାରଙ୍କ ଜୀବନ। କରୋନା ଯୋଗୁ ବଲିଉଡ ଏବଂ ଭୋଜପୁରୀ ଅଭିନେତ୍ରୀ ଶ୍ରୀପ୍ରଦାଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। CINTAAର ସାଧାରଣ ସମ୍ପାଦକ ଅମିତ ବ‌େହଲ କହିଛନ୍ତି, “କୋଭିଡର ଦ୍ୱିତୀୟ ତରଙ୍ଗ ବହୁ ମୂଲ୍ୟବାନ ଜୀବନ ନେଇଛି। ଅଭିନେତ୍ରୀ…

କେରଳରେ ମେ ୮ରୁ ୧୬ ଯାଏ ସମ୍ପୂର୍ଣ୍ଣ ଲକଡାଉନ୍

ଥିରୁବନନ୍ତପୁରମ୍: କେରଳରେ ବଢ଼ୁଥିବା ସଂକ୍ରମଣ ମାମଲାକୁ ଦେଖି ସରକାର ଲକଡାଉନ୍ ଘୋଷଣା କରିଛନ୍ତି । ମେ ୮ ତାରିଖରୁ ୧୬ ତାରିଖ ଯାଏ ରାଜ୍ୟରେ ଲକଡାଉନ୍ ଲାଗୁ ହେବ । ଗୁରୁବାର କେରଳରେ କରୋନା ପୂର୍ବ ସବୁ ରେକର୍ଡ ଭାଙ୍ଗି ଦିନକରେ ୪୧ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ…

ଟ୍ରେନରେ ପଶ୍ଚିମବଙ୍ଗ ଗଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ବର: କରୋନାର ବ୍ୟାପକ ସଂକ୍ରମଣ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ RTPCR ନେଗେଟିଭ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଏବେ ଭୁବନେଶ୍ବର ରେଳ ଷ୍ଟେସନରେ ପ୍ରବଳ କଟକଣା…

କରୋନାରେ CRPF ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର: ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ ହୋଇଛି । କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଏକ ହସ୍ପିଟାଲରେ ତାଙ୍କର ଆଜି ମୃତ୍ୟୁ ହୋଇଛି । ଭୁବନେଶ୍ୱର ସିଆରପିଏଫରେ ଏହା ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାପଡ଼ିଛି । ୫୪ ବର୍ଷିଅ ସୁନୀଲ ପାର୍ଥ କରୋନାର ପ୍ରଥମ ପ୍ରବାହ…

କରୋନା ରେଡ୍‌ ଜୋନ୍‌ରେ ରାଜ୍ୟର ଏହି ୨୪ ଜିଲ୍ଲା

ଭୁବନେଶ୍ୱର: କରୋନା ମାମଲା ଓଡିଶାରେ ତୀବ୍ର ବୃଦ୍ଧି ଘଟିଥିବା ବେଳେ ୧୦୦୦ ରୁ ଅଧିକ ସକ୍ରିୟ ମାମଲା ଥିବା ୩୦ ଟି ଜିଲ୍ଲା ମଧ୍ୟରୁ ୨୪ଟିକୁ ରେଡ୍ ଜୋନର ଟ୍ୟାଗ୍‌ ଦିଆଯାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ, ଗୁରୁବାର ଦିନ ଓଡିଶାରେ ସକ୍ରିୟ ମାମଲା ୮୧,୫୮୫ କୁ ବୃଦ୍ଧି…