ଚେକ୍ ଡ୍ୟାମ୍ରେ ବୁଡି ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ
ଢେଙ୍କାନାଳ: ଅକାତ ପାଣିରେ ବୁଡି ଜଣେ ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ ଖବର ଢେଙ୍କାନାଳରେ ଶୋକର ଛାୟା ଖେଳାଇଛି । କୁସୁମୁଣ୍ଡିଆ ଗାଁରେ ଥିବା ଚେକ୍ ଡ୍ୟାମରେ ବୁଡି ପ୍ରାଣ ହରାଇଥିବା ଶିଶୁଟି ନରେଶ ମୁଣ୍ଡାଙ୍କ ଝିଅ ଶ୍ରୁତିରେଖା ମୁଣ୍ଡା ।
ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୧୨ଟା…