Latest Odisha News

BREAKING NEWS

କଟକ ଜେଲ୍‌ରେ ୧୨ କଏଦୀ କରୋନା ପଜିଟିଭ

କଟକ: କଟକ ଜିଲ୍ଲା ସାଲେପୁରର ଏକ ସବ୍‌-ଜେଲରେ ୧୨ ଜଣ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜେଲ୍ ସୂତ୍ରରୁ ପ୍ରକାଶ ଯେ ଏପ୍ରିଲ୍ ୩୦ ରେ ପାଞ୍ଚ ଜଣ ଅନ୍ତେବାସୀ କରୋନ ଆକ୍ରାନ୍ତ ହୋଇଥି‌‌ଲେ। ଏହା ପରେ ଜେଲ୍ କର୍ତ୍ତୃପକ୍ଷ ଅବଶିଷ୍ଟ ଅନ୍ତେବାସୀଙ୍କ କୋଭିଡ୍‌ ପରୀକ୍ଷା କରିଥିଲେ…

ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା

ପଶ୍ଚିମବଙ୍ଗ: ଟିଏମସି ମୁଖ୍ୟ ମମତା ବାନାର୍ଜୀ କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସେ ଆଜି ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗଦୀପ ଧନଖର ତାଙ୍କୁ ଶପଥ ପାଠ କରାଇଥିଲେ।

୨୨ କୋଭିଡ୍‌ ରୋଗୀଙ୍କ ଜୀବନ ବଞ୍ଚାଇଲେ ସୋନୁ

ବେଙ୍ଗାଲୁରୁ: ମଙ୍ଗଳବାର ଦିନ ବେଙ୍ଗାଲୁରୁର ସୋନୁ ସୁଦ ଏବଂ ତାଙ୍କ ସ୍ୱେଚ୍ଛାସେବୀ ଦଳ ସହରର ଏକ ଡାକ୍ତରଖାନାକୁ ୧୬ରୁ ଅଧିକ ଅମ୍ଳଜାନ ସିଲିଣ୍ଡର ଯୋଗାଇ ପ୍ରାୟ ୨୦ରୁ ୨୨ ଜଣ କୋଭିଡ୍‌ ରୋଗୀଙ୍କ ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି। ସୋନୁ ସୁଦ ଚାରିଟି ଫାଉଣ୍ଡେସନର କର୍ଣ୍ଣାଟକ ଦଳ ଆରଏକ…

ତାମିଲନାଡୁ ସରକାରୀ ଡାକ୍ତରଖାନାରେ ୧୧ ରୋଗୀଙ୍କ ମୃତ୍ୟୁ

ତାମିଲନାଡୁ: ମଙ୍ଗଳବାର ରାତିରେ ତାମିଲନାଡୁର ଚେଙ୍ଗଲପାଟ୍ଟୁସ୍ଥିତ ଚେଙ୍ଗଲପାଟ୍ଟୁ ସରକାରୀ ଡାକ୍ତରଖାନାରେ ଅତି କମରେ ୧୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ତେବେ ଡାକ୍ତରଖାନାରେ ପର୍ଯ୍ୟାପ୍ତ ଅମ୍ଳଜାନ ଯୋଗାଣ ଥିବା ଡିନ୍ ଜନ୍ ଲୁଇସ୍ କହିଛନ୍ତି। ରୋଗୀଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ…

ବାଲୁକା କଳାରେ ଲକଡାଉନ୍ ନେଇ ସଚେତନତା ବାର୍ତ୍ତା

ପୁରୀ: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ଲକଡାଉନ୍ । ଯାତାୟାତ ଓ ଜନଗହଳି କମାଇ ସଂକ୍ରମଣ ରୋକିବା ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ । ଏହାକୁ ମାନିବା ପାଇଁ ବାଲୁକାକଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।…

ପ୍ରାଣଘାତୀ କରୋନା: ଦିନକରେ ଦେଶରୁ ରେକର୍ଡ ୩୭୮୦ ମୃତ, ସାଢ଼େ ୩ଲକ୍ଷରୁ ଖସୁନି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ହେଉଛି । ଅଧିକ ଜୀବନ ନେଉଛି । ଦେଶରେ ସାଢ଼େ ୩ହଜାର ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ସେହିପରି ପ୍ରତିଦିନ ସାଢ଼େ ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ କରୋନା ଦିନକରେ ରେକର୍ଡ ୩ହଜାର ୭୮୦ ଜୀବନ ନେଇଛି ।…

ଜୁଲାଇ ୪ ସୁଦ୍ଧା ୭୦ ପ୍ରତିଶତ ଆମେରିକୀୟ ଯୁବ ବର୍ଗଙ୍କୁ ଟିକାକରଣ ଲକ୍ଷ୍ୟ; ବାଇଡେନ

ନୂଆଦିଲ୍ଲୀ: ଆଗାମୀ ଜୁଲାଇ ୪ ତାରିଖ ସୁଦ୍ଧା ଅତି କମରେ ୭୦ ପ୍ରତିଶତ ଆମେରିକୀୟ ଯୁବବର୍ଗଙ୍କୁ ଟିକାକରଣ କରିବାର ଲକ୍ଷ୍ୟ ରଖାଯାଇଛି। ଏ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଙ୍ଗଳବାର ଦିନ ଘୋଷଣା କରିଛନ୍ତି। ବାଇଡେନ୍‌ ପ୍ରଶାସନ କରୋନା ମହାମାରୀ ସହ ଲଢିବାକୁ ପ୍ରମୁଖ ପ୍ରାଥମିକତା…

ରେଡ୍ ଜୋନରେ ଓଡ଼ିଶାର ୨୩ ଜିଲ୍ଲା, ଗ୍ରୀନ୍ ଜୋନରେ କେବଳ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଉଛି । ଏଥିସହ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । କାଲି ୨୧ ଜିଲ୍ଲା ରେଡ୍ ଜୋନରେ ଥିଲା । ଆଜି ଏହି ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ରେଡ୍ ଜୋନ୍ ତାଲିକାରେ ଆଜି ବୌଦ୍ଧ ସମ୍ୱଲପୁର ଜିଲ୍ଲା ଯୋଡ଼ି ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରୁ ୧୨୯…

ବଙ୍ଗରେ ଦିଦିଙ୍କ ରାଜ: ମୁଖ୍ୟମନ୍ତ୍ରୀ ଭାବରେ ଆଜି ଶପଥ ନେବେ ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ହାଟ୍ରିକ ବିଜୟ ହାସଲ କରିଛି ତୃଣମୂଳ କଂଗ୍ରେସ । ଆଜି ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ । ଅପରାହ୍ଣରେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । କୋଭିଡ୍ କଟକଣା ଭିତରେ ଅଳ୍ପ ସଂଖ୍ୟକ…

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ସମସ୍ୟା ଲାଗି ରହିଛି । ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣକୁ ବନ୍ଦ ରଖାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, କଟକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, ଦେଓଗଡ, ଗଞ୍ଜାମ, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ରାୟଗଡା, ସମ୍ବଲପୁର…