Latest Odisha News

BREAKING NEWS

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟଗ୍ରହଣ । କୋଭିଡ କଟକଣା ଭିତରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ଚାଲିବ । ଦୁଇଟି ନିର୍ବାଚନ ମଣ୍ଡଳୀର ମୋଟ୍ ୧୫ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସାଢେ ୪ଲକ୍ଷ ଭୋଟର । ବାଲେଶ୍ୱରରେ ୩୪୬ ଓ…

ଆଜି ସାଣ୍ତ୍‌ଉଇଚ୍‌ ଦିବସ

ପ୍ରତିବର୍ଷ ନଭେମ୍ବର‌ ୩ ତାରିଖରେ ପାଳିତ ହୁଏ ‘ସାଣ୍ତ୍‌ଉଇଚ୍‌ ଦିବସ’। ସାରା ବିଶ୍ୱ‌ରେ ଏହା ଏକ ଲୋକପ୍ରିୟ ଖାଦ୍ୟ। ଏହାକୁ ପ୍ରସ୍ତୁତ କରିବା ସହଜ ଓ ଏହା ଶୀଘ୍ର ହଜମ ହୁଏ। ଏଥିରେ କ୍ୟାଲେରୀର ପରିମାଣ ବହୁତ କମ୍‌ ରହିଥାଏ। ଇଂଲଣ୍ତ୍‌ ଅନ୍ତର୍ଗତ ସାଣ୍ତ୍‌ଉଇଚ୍‌ର ଚତୁର୍ଥ ଅର୍ଲ‌୍‌ ଜନ୍‌…

ବିହାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧,୪୬୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପାଟନା: ଆଜି ବିହାର ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ଟାରୁ ଭୋଟିଂ ସନ୍ଧ୍ୟା ୬ଟା ଯାଏ ଚାଲିବ । ୧୭ଟି ଜିଲ୍ଲାର ୯୪ ବିଧାନସଭା ଆସନରେ ମତଦାନ ହେଉଛି । ମୈଦାନରେ ଅଛନ୍ତି ୧ ହଜାର ୪୬୩ ପ୍ରାର୍ଥୀ । ମୋଟ୍ ୨ କୋଟି ୮୫ ଲକ୍ଷ ଭୋଟର ସେମାନଙ୍କର ମତାଧିକାର…

ମିଶନ ହ୍ୱାଇଟ୍ ହାଉସ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନେଇ ଆଜି ଭୋଟ୍

ଓ୍ୱାଶିଂଟନ୍: କିଏ ହେବେ ଆମେରିକାର ୪୬ତମ ରାଷ୍ଟ୍ରପତି ?  ଡୋନାଲ୍‌ଡ ଟ୍ରମ୍ପ ନା ଜୋ ବିଡେନ୍‌ ? କାହା ଦଖଲକୁ ଯିବ ହ୍ଵାଇଟ୍‌ ହାଉସ୍‌ ? ଆଜି ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକାରେ ରାଷ୍ଟ୍ରପତି ନିର୍ବଚନ ଅନୁଷ୍ଠିତ ହେଉଛି । ଏହାର ଫଳାଫଳ ଉପରେ ସାରା ବିଶ୍ୱର ନଜର ରହିଛି । ୫୦…

ଛତ୍ରପୁରରେ ଖୁବ୍ ଶୀଘ୍ର ତିଆରି ହେବ ସିନ୍ଥେଟିକ୍ ଟର୍ଫ ହକି ତାଲିମ କେନ୍ଦ୍ର

ଭୁବନେଶ୍ୱର: କ୍ରୀଡା କ୍ଷେତ୍ରରେ ଉନ୍ନତି ତଥା ଖେଳାଳିଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି ତିନିଟି ବଡ ଘୋଷଣା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ହିଂଜିଳିକାଟୁର ଇନଡୋର ଷ୍ଟାଡିୟମ, ଛତ୍ରପୁରର ମଲଟି ପରପୋଜ୍ ଇନଡୋର ହଲକୁ ଉଦଘାଟନ କରିଛନ୍ତି । ଏଥି ସହ କଳିଙ୍ଗ…

ପ୍ଲେ-ଅଫ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ୧୫୩ ରନ୍‌ର ଟାର୍ଗେଟ

ଅବୁଧାବି: ପ୍ଲେ-ଅଫ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ୧୫୩ ରନ୍‌ର ଟାର୍ଗେଟ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ଦେବଦତ୍ତ ପାଡିକ୍କଲଙ୍କ ୫୦ ଓ ଏବି ଡିଭିଲିୟର୍ସଙ୍କ ୩୪ ରନ୍‌ ବଳରେ ନିର୍ଦ୍ଧାରିତ ୨୦ ଓଭର୍‌ରେ ୭ ୱିକେଟ ହରାଇ ୧୫୨ ରନ୍‌ କରିଛି । ଟସ୍‌…

ଗଞ୍ଜାମରେ ଖୋଲିଲା ଆହାର କେନ୍ଦ୍ର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲାରେ ସୋମବାର ଦିନ ୨୪ଟି ଆହାର କେନ୍ଦ୍ର ଖୋଲାଯାଇଛି। ଆଧିକାରିକ ସୂଚନା ଅନୁଯାୟୀ, ପ୍ରତ୍ୟେକ ଆହାର କେନ୍ଦ୍ରରେ ଜଣେ ସ୍ୱାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ଏହା ଛଡ଼ା ଅକ୍ସିମିଟର, ଥର୍ମାଲ୍ ସ୍କ୍ରିନିଂ ମେସିନ୍ ଏବଂ ସେଠାକୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କ ତଥ୍ୟ…

ନାବାର୍ଡର ଓଡିଶା ମୁଖ୍ୟ ଭାବେ ଦାୟିତ୍ଵ ନେଲେ ସି ଉଦୟଭାସ୍କର

ଭୁବନେଶ୍ୱର: ନାବାର୍ଡର ଓଡିଶା କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ଭାବେ ୨୦୨୦ ମସିହା ନଭେମ୍ବର ୧ରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ସି ଉଦୟଭାସ୍କର। ସୂଚନା ଅନୁଯାୟୀ, ଶ୍ରୀ ଭାସ୍କର ସାଧାରଣ ପ୍ରଶାସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ତାଙ୍କର ନାବାର୍ଡର ବିଭିନ୍ନ…

ରାଜୁ ମିଶ୍ରଙ୍କ ବିୟୋଗ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅପୂରଣୀୟ କ୍ଷତି: କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ଖ୍ୟାତିନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି ହୋଇଛି। ତାଙ୍କ ବିୟୋଗ ଖବର ଶୁଣି ମୁଁ…

ସମସ୍ତ ପ୍ରକାର କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଶେନ ୱାଟସନ

ନୂଆଦିଲ୍ଲୀ:ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଶେନ ୱାଟସନ ସୋମବାର କ୍ରିକେଟର ସମସ୍ତ ଫର୍ମାଟକୁ ଅଲବିଦା କହିଛନ୍ତି । ଆଇପିଏଲରୁ ଅବସର ଘୋଷଣା କରିବା ପରେ ଏହି ମହାନ ଅଲରାଉଣ୍ଡରକୁ ଆଉ ପଡିଆରେ ପ୍ରଶଂସକମାନେ ଦେଖିପାରିବେ ନାହିଁ ।  ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇ ସାରିଥିବା…