Latest Odisha News

BREAKING NEWS

ତାତିରୁ ମିଳିଲା ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ରାଜ୍ୟର ସବୁ ସହର

ଭୁବନେଶ୍ବର : ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ପାରଦ ସାମାନ୍ୟ ତଳକୁ ଖସିଛି । ୪୦ ଡିଗ୍ରୀ ତଳେ ରହିଛି ରାଜ୍ୟର ସବୁ ସହରର ତାପମାତ୍ର । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀ ଥିବା ବେଳେ,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୪୮୮ ସଂକ୍ରମିତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ଖୋର୍ଦ୍ଧାରୁ…

ସ୍ଥଗିତ ହେଲା ପିପିଲି ଉପନିର୍ବାଚନ 

ଭୁବନେଶ୍ୱର: ପିପିଲି ଉପନିର୍ବାଚନକୁ ସୋମବାର ଦିନ ସ୍ଥଗିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ପରବର୍ତ୍ତୀ ସମୟରେ ଉପନିର୍ବାଚନ ନେଇ ଏକ ନୂଆ ବିଜ୍ଞପ୍ତି ଜାରି କରାଯିବ ବୋଲି ସୂଚନା ମିଳିଛି। ଏହି…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର: ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆହାର କେନ୍ଦ୍ର ଗୁଡିକରେ ବସି ଖାଇବା ସମ୍ପୂର୍ଣ୍ଣ ନିଷେଧ। ହେଲେ ବ୍ୟକ୍ତି ମାନେ ଘରକୁ…

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ଶରୀରରେ ଅମ୍ଳଜାନ ସ୍ତର ବୃଦ୍ଧି ପାଇଁ ନିୟମିତ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ଅମ୍ଳଜାନ ବିନା ମାନବ ଜୀବନ କଳ୍ପନା କରାଯାଇପାରିବ ନାହିଁ। କରୋନା ସଂକ୍ରମଣର ଏକ ଗୁରୁତର ଲକ୍ଷଣ ହେଉଛି ଶରୀରର ଏକ ଅମ୍ଳଜାନ ସ୍ତର। ତେଣୁ, ସାମ୍ପ୍ରତିକ ସମୟର ଅବସ୍ଥାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନେବା ଉଚିତ ଯାହା ଦ୍ବାରା ଶରୀରରେ ଅମ୍ଳଜାନର ସଠିକ୍ ସ୍ତର ବଜାୟ ରହିବ।…

ଜମି ବାଡ଼ି ପାଇଁ ଦିବ୍ୟାଙ୍ଗ ଭାଇକୁ ଆକ୍ରମଣ କଲେ ଦୁଇ ଭାଇ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଭାବନୀୟ ଘଟଣା। ଦୀବ୍ୟାଙ୍ଗ ଭାଇକୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁଇ ଭାଇ। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା କଟାପାଲି ଗାଁରେ ମାଧବ ହାତୀକୁ ଜମିବାଡ଼ି ବିବାଦକୁ ନେଇ ଦୁଇ ଭାଇ ନିତ୍ୟା ହାତୀ ଓ ସାରଙ୍ଗ ହାତୀ ଶାବଳରେ ଆକ୍ରମଣ କରିଥିଲେ। ଗୁରୁତର ଦୁଇ…

କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ଦିଲ୍ଲୀରେ ଅବସ୍ଥାପିତ ଏବଂ ଓଡିଶାରେ ଜନ୍ମିତ ସାମ୍ବାଦିକ ମନୋଜ ବେବୋର୍ତ୍ତାଙ୍କର ରବିବାର ରାତିରେ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ମନୋଜ ନ୍ୟୁଜ୍ ୧୮ ରେ ଏକ…

ଏହି ରାଜ୍ୟରେ ବି କରୋନା ସମ୍ମୁଖ ଯୋଦ୍ଧାର ମାନ୍ୟତା ପାଇଲେ ସାମ୍ବାଦିକ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶ ସରକାର ସୋମବାର ଦିନ କାର୍ଯ୍ୟରତ ସାମ୍ବାଦିକଙ୍କୁ କୋଭିଡ୍‌ ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି ଯେ ଏହି "କୋଭିଡ୍‌ ମହାମାରୀ" ସମୟରେ ସାମ୍ବାଦିକମାନେ ନିଜ କର୍ତ୍ତବ୍ୟ ପାଳନ କରୁଥିବାବେଳେ ସେମାନଙ୍କ…

ଆଇପିଏଲରେ କରୋନା ସଙ୍କଟ, ଚେନ୍ନାଇ ଟିମର ୩ ସଦସ୍ୟଙ୍କ ରିପୋର୍ଟ ପଜିଟିଭ

ଅହମ୍ମଦାବାଦ: କରୋନା ମହାମାରୀ ଧିରେ ଧିରେ ଏବେ ଆଇପିଏଲକୁ ଗ୍ରାସ କରିବାକୁ ଲାଗିଛି । ସୋମବାର କୋଲକାତା ନାଇଟ ରାଇଡର୍ସର ବରୁଣ ଚକ୍ରବର୍ତି ଓ ସନ୍ଦୀପ ୱାରିୟର କରୋନା ସଂକ୍ରମିତ ହେବା ପରେ ଆଜିର ମୁକାବିଲାକୁ ବାତିଲ କରି ଦିଆଯାଇଛି । ଏହା ପରେ ଚେନ୍ନାଇ ସୁପର କିଙ୍ଗ୍‌ସର ୩ ଜଣ ସଦସ୍ୟଙ୍କ…