ଆଇପିଏସ୍ ସ୍ତରରେ ଅଦଳବଦଳ; ସଞ୍ଜୀବ ପଣ୍ଡାଙ୍କୁ ମିଳିଲା ଏହି ଦାୟିତ୍ଵ…
ଭୁବନେଶ୍ୱର: ଆଇପିଏସ୍ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ବୁଧବାର ଦିନ ନକ୍ସଲ ବିରୋଧୀ ଅଭିଯାନ ଏବଂ ସ୍ୱତନ୍ତ୍ର ଗୁପ୍ତଚର ୱିଙ୍ଗ (SIW) ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସହିତ ଜଡିତ ବରିଷ୍ଠ ଅଧିକାରୀଙ୍କ ବଦଳି ଘୋଷଣା କରିଛନ୍ତି।
ଗୃହ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…