Latest Odisha News

BREAKING NEWS

ଦୀପାବଳୀର ବମ୍ପର୍‌ ଅଫର୍‌; ସ୍ମାର୍ଟଫୋନ୍‌ ଉପରେ ମିଳୁଛି ୪୦ ହଜାର ପର୍ଯ୍ୟନ୍ତ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ: ଯଦି ଆପଣ ନିଜେ କିମ୍ବା ଆପଣଙ୍କ କୌଣସି ଖାସ୍‌ ଲୋକଙ୍କୁ ମୋବାଇଲ୍ ଫୋନ୍ ଉପହାର ଦେବାକୁ ଚାହୁଁଛନ୍ତି ତେବେ ଏହି ଦିପାବଳୀ ଆପଣଙ୍କ ପାଇଁ ଏକ ଉତ୍ତମ ସୁଯୋଗ। ଆମାଜନ୍‌ ଏବଂ ଫ୍ଲିପ୍‌କାର୍ଟରେ ଆକର୍ଷଣୀୟ ଅଫର୍ ସହିତ ସୁଲଭ ମୂଲ୍ୟରେ ମିଳୁଛି ଆପଲ୍, ସାମସଙ୍ଗ୍‌, ମୋଟରୋଲା ପରି ବଡ…

ପୁରୀ ଗସ୍ତରେ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ସ୍ଥିତ ବିଶାଖାପାଟଣାର ବିଶାଖାଶ୍ରୀ ଶାରଦା ପୀଠମର ଉତ୍ତରାଧିକାରୀ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍ ପୁରୀ ଗସ୍ତରେ ଆସିଛନ୍ତି। କୋଭିଡ-୧୯ କଟକଣା ସମୟରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିଥିବାରୁ ସେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ…

ନନ୍ଦନକାନନରେ ନୀଳ ଗାଈର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶନିବାର ଦିନ ଏକ ମାଈ ୬୯ ବର୍ଷ ବୟସ୍କ ନୀଳ ଗାଈର ମୃତ୍ୟୁ ଘଟିଛି। ଉକ୍ତ ନୀଳ ଗାଈଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲା ବୋଲି ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସମୟରେ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ସମୟରେ ବିଜ୍ଞାପନର ରାଜସ୍ୱ ହ୍ରାସ ହୋଇପାରେ; ଟ୍ୱିଟର୍‌

ନୂଆଦିଲ୍ଲୀ: ଆମେରିକାର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜ୍ଞାପନରୁ ଆୟ ହ୍ରାସ ହୋଇପାରେ ବୋଲି ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟର କହିଛି। ଚତୁର୍ଥ ତ୍ରୟମାସିକରେ କମ୍ପାନୀ ଏହାର ଖର୍ଚ୍ଚକୁ ୨୦ ପ୍ରତିଶତ ବୃଦ୍ଧି କରିଛି। ନଭେମ୍ବର ୩ ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ସମୟରେ ଏବଂ ଏହା…

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’ଙ୍କ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ‘ଲୌହ ମାନବ’ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୫ ତମ ଜୟନ୍ତୀ ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ୱେବ୍ ସିରଜ୍ ଦେଖି ୭୫ ଜଣଙ୍କ ଜୀବନ ବଂଚାଇଲା ନାବାଳକ !

ମହାରାଷ୍ଟ୍ର: ଡୋମ୍ବିଭଲିରେ ଗୁରୁବାର ସକାଳୁସକାଳୁ ଏକ ଦୁଇ ମହଲା କୋଠା ଭୁଷୁଡି ପଡିଥିଲା । ହେଲେ ବିଲ୍ଡିଂରେ ୭୦ରୁ ଅଧିକ ଲୋକ ରହୁଥିଲାବେଳେ ଏକ ନିଶ୍ଚିତ ଅଘଟଣରୁ ସମସ୍ତେ ବର୍ତ୍ତିଯାଇଛନ୍ତି । ତେବେ ଭାଗ୍ୟ ନୁହେଁ ବରଂ ଜଣେ ନାବାଳକର ୱେବ୍ ସିରିଜ ନିଶା ପାଇଁ ଏଭଳି ଚମତ୍କାର ଘଟିଥିଲା ।…

ସର୍ଦ୍ଦାର ପଟ୍ଟେଲ୍‌ଙ୍କ ଜନ୍ମ ବାର୍ଷିକୀ ଟ୍ୱିଟ୍‌ରେ ଗାନ୍ଧୀ ଏବଂ ନେହେରୁଙ୍କୁ ସମାଲୋଚନା କଲେ କଙ୍ଗନା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ସୋସିଆଲ ମିଡିଆରେ ଟୁଇଟ୍ କରି ସର୍ଦ୍ଦାର ଭଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସ୍ମରଣ କରି ଏକ ଟୁଇଟ୍ କରିଛନ୍ତି। ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀରେ କଙ୍ଗନା ଏପରି କଥା କହିଛନ୍ତି ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।…

ଭୁବନେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । ଏତେ ପରିମାଣର ଦଳ ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତା ନାଁ ଏସ୍. ହସୀମ ବକ୍ସ ଓ ଘର ବାଲେଶ୍ୱର ଜିଲ୍ଲାରେ ବୋଲି ଜଣା ପଡ଼ିଛି । କୌଣସି ସୂତ୍ରରୁ ଖବର ପାଇ ଗତକାଲି ରାତିରେ…

ଓଡ଼ିଶା ଅନଲକ୍-6: କଣ ଖୋଲା, କଣ ରହିବ ବନ୍ଦ ?

ଭୁବନେଶ୍ୱର: ନଭେମ୍ବର ମାସ ପାଇଁ ରଜ୍ୟ ସରକାର ଅନଲକ୍ 6.0 ଗାଇଡଲାଇନା ଜାରି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ କଟକଣାକୁ ସାମାନ୍ୟ ହଟାଇ ଦିଆଯାଇଛି । ଆସନ୍ତାକାଲିଠୁ ଲାଗୁ ହେବ ନୂଆ ଗାଇଲାଇନ୍ । ଏବେ ଆସନ୍ତୁ ନଜର ପକାଇବା ନଭେମ୍ବରରେ କଣ ଖୋଲା ଓ କଣ ସବୁ ବନ୍ଦ ରହିବ । - କଣ୍ଟେନମେଣ୍ଟ…

ଭ୍ରମଣ ଓ ପର୍ଯ୍ୟଟନ ଶିଳ୍ପରେ କରୋନା ଯୋଗୁ ୧୭ କୋଟିରୁ ଅଧିକ ଜୀବିକା ଯାଇପାରେ; ଡବ୍ଲ୍ୟୁଟିଟିସି

ନୂଆଦିଲ୍ଲୀ: ଯଦି କୋଭିଡ -୧୯ ସଙ୍କଟ କାରଣରୁ ଲାଗୁ ହୋଇଥିବା ବର୍ତ୍ତମାନର ପ୍ରତିବନ୍ଧକ ଜାରି ରହେ, ତେବେ ଚଳିତ ବର୍ଷ ଯାତ୍ରା ଏବଂ ପର୍ଯ୍ୟଟନ ଶିଳ୍ପରେ ୧୭.୪ କୋଟି ଲୋକ ନିଜ ଜୀବିକା ହରାଇବେ ବୋଲି ଆକଳନ କରାଯାଇଛି। ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ପରିଷଦ (WTTC) ଶୁକ୍ରବାର କହିଛି ଯେ ଏହା…