ପୁରୀ ଗସ୍ତରେ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍
ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ସ୍ଥିତ ବିଶାଖାପାଟଣାର ବିଶାଖାଶ୍ରୀ ଶାରଦା ପୀଠମର ଉତ୍ତରାଧିକାରୀ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍ ପୁରୀ ଗସ୍ତରେ ଆସିଛନ୍ତି।
କୋଭିଡ-୧୯ କଟକଣା ସମୟରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିଥିବାରୁ ସେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ…