Latest Odisha News

BREAKING NEWS

ପବିତ୍ର ‘କୁମାର ପୂର୍ଣ୍ଣିମା’ ଅବସରରେ ସାରା ଓଡିଶା ଉତ୍ସବମୁଖର

ଭୁବନେଶ୍ୱର: ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର କୁମାର ପୂର୍ଣ୍ଣିମା। ଏହି କୁମାର ପୂର୍ଣ୍ଣିମା ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । କୁମାରୀ ମାନଙ୍କ ପାଇଁ ଏହା ଏକ ବଡ ଉତ୍ସବର ଦିନ ହୋଇଥାଏ। ଆଜିର…

୭.୦ ତୀବ୍ରତା ଭୂମିକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ, ବହୁ ଲୋକଙ୍କ ମୃତ୍ୟୁ

ତୀବ୍ର ଭୂମିକମ୍ପରେ ଥରି ଉଠିଲା ତୁର୍କୀ ଓ ଗ୍ରୀସ । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ ରେକର୍ଡ କରାଯାଇଛି । ଏଥିରେ ବହୁ ବଡ଼ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଥିବା ସୂଚନା ମିଳିଛି । ଭୂମିକମ୍ପର…

କୁମାର ପୂର୍ଣ୍ଣିମାରେ ଦେଖାଯିବକି ନୀଳ ଜହ୍ନ! ଜାଣନ୍ତୁ, କ’ଣ ଏହି ବ୍ଲୁ ମୁନ୍?

ଭୁବନେଶ୍ୱର: ଅକ୍ଟୋବର ୩୧ ତାରିଖ ତଥା କୁମାର ପୂର୍ଣ୍ଣିମାରେ ରାତିର ଆକାଶରେ “ନୀଳ ଜହ୍ନ” ଚମକିବ ବୋଲି ଚର୍ଚ୍ଚା ହେଉଛି। ହେଲେ କେତେକ ଗଣମାଧ୍ୟମ ଓ ସୋସିଆଲ୍ ମିଡିଆରେ ପ୍ରଚାରିତ ହେଉଥିବା ଏହି କଥା ଠିକ୍ ନୁହେଁ ବୋଲି ପ୍ରକାଶ କରିଛନ୍ତି ଭୁବନେଶ୍ୱର ସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମର…

ଏକାମ୍ର କ୍ଷେତ୍ର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ଫାଇଭ ଟି ସଚିବ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ପରେ ଫୋକସରେ ଏକାମ୍ର କ୍ଷେତ୍ର । ଆଜି ଭୋରରୁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ୍ । ଏକାମ୍ର କ୍ଷେତ୍ରରେ ଉନ୍ନତିମୂଳକ କାମର ତଦାରଖ କରିଥିଲେ । ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରରୁ ରାସ୍ତା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ  ତା ୩୧-୧୦-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ                                        ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୩୧ ରିଖ ଶନିବାର ତୁଳା ୧୫ ଦିନ ଆଶ୍ୱିନ ମାସ ଶୁକ୍ଳପକ୍ଷ ପୂଣ୍ଣିମା ତିଥି  ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ବୃଷ,ସିଂହ ଓ କନ୍ୟା ରାଶିର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ସକାଳ ରିପୋର୍ଟ ସୁଦ୍ଧା୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରାୟ ୧୮୦୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଉଲ୍ଲେଖଯୋଗ୍ୟ,…

ଖଣ୍ଡାଧାରରେ ସୋନାଗାଚ୍ଛି ଦେହଜୀବୀଙ୍କ ଜୀବନ ଜିବୀକା !

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ ପ୍ରଭାବିତ ହୋଇଥିଲା ସମଗ୍ର ବିଶ୍ୱ । ଏଥିରେ ଭାରତ ବା ବାଦ୍ ପଡିବ କିପରି ? ଏହାର ଚିତ୍ର ଏବେ ବି ପ୍ରତିଦିନ ପ୍ରତି ମୁହୁର୍ତ୍ତ୍ୱରେ ସାମ୍ନାକୁ ଆସୁଛି । ତେବେ ଏପରି ପରିସ୍ଥିତିରେ କିପରି ରହିଛି ଏସିୟାର ସବୁଠୁ ବଡ ରେଡ୍ ଲାଇଟ୍ ଅଂଚଳ ସୋନାଗାଚ୍ଛିିର ସ୍ଥିତି ?…

ପ୍ରେମିକକୁ ଜ୍ୱାଇଁ ବନାଇ ହତ୍ୟା କଲା ଶାଶୁ

ତେଲେଙ୍ଗାନା: ଜ୍ୱାଇଁକୁ ହତ୍ୟା କରି ଆତ୍ମସମର୍ପଣ କଲା ଶାଶୁ । ଗୁରୁବାର ହାଇଦ୍ରାବାଦରେ ଘଟିଥିବା ଏହି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଜାଣି ଆଶ୍ଚର୍ଯ୍ୟ ହେବେ ଝିଅ ପ୍ରତି ନିର୍ଯ୍ୟାତନା ନୁହେଁ କି ଜ୍ୱାଇଁ ମାଗିନଥିଲା ଅଧିକ ଯୌତୁକ ଟଙ୍କା । ବରଂ ଅନୈତିକ ପ୍ରେମ ସଂପର୍କ ସାଜିଥିଲା…

କବିତା: ଆତ୍ମା ସଳିତା

ଅନିମା ସ୍ମୃତି ପ୍ରଜ୍ଞା ଦେଖିଛ କି ସେ ନାରୀ କୁ ଯେ ଗୋଟେ ପ୍ରହେଳିକା,, ଭୟାବହ ତାର ଚାହାଣୀ ଗାଢ଼ ଲାଲ୍ ଆଖି ଜଳକା,, ମୃଦୁ ନୁହେଁ ତାର ଝଙ୍କାର ଶବ୍ଦ ତାର ନିଆଁ ଫୋଟକା,, ଗୋଲାପୀ ତାର ଲାଜ ନୁହଁ ନମଃ ନମଃ ମା ଚଣ୍ଡିକା,,, ଅଛି କି ସେ ନାରୀ? ନା ନା ସେ ଯେ ଅତୃପ୍ତା,,…

ଆଇଏସଏଲ: ଓଡିଶା ଏଫସି ନଭେମ୍ବର ୨୩ରୁ ହାଇଦ୍ରାବାଦ ବିପକ୍ଷରେ ଅଭିଯାନ ଆରମ୍ଭ କରିବ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ (ଆଇଏସଏଲ) ଫୁଟବଲର ୭ମ ସଂସ୍କରଣ କାର୍ଯ୍ୟସୂଚୀ ଶୁକ୍ରବାର ଘୋଷଣା କରାଯାଇଛି । ଓଡିଶା ଏଫସି ନଭେମ୍ବର ୨୩ରୁ ହାଇଦ୍ରାବାଦ ଏଫସି ବିପକ୍ଷରେ ତାର ଅଭିଯାନ ଆରମ୍ଭ କରିବ । ଏହି ମ୍ୟାଚ ଗୋଆର ବାମ୍ବୋଲିମର ଜିଏମସି ଷ୍ଟାଡିୟମରେ ଖେଳାଯିବ । ଫୁଟବଲ ସ୍ପୋର୍ଟ୍ସ…