ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୯ ଜଣଙ୍କର ମୃତ୍ୟୁ ଘଟିଛି।
ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ତେବେ ଭଦ୍ରକ, କଟକ, ଗଞ୍ଜାମରୁ ଜଣେ…