ଡିସେମ୍ବର ୩୧ ପୂର୍ବରୁ ବସିବ ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ…