Latest Odisha News

BREAKING NEWS

ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ

ଲଣ୍ଡନ: ୟୁକେର ଏୟାର ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥାରେ ହଠାତ୍ ଏକ ବଡ଼ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଫ୍ଲାଇଟ୍ ମନିଟରିଂ ୱେବସାଇଟ୍ Flightradar24 ଏବଂ Sky News ର ରିପୋର୍ଟ ଅନୁଯାୟୀ, ଏହି ତ୍ରୁଟି ଯୋଗୁଁ ପ୍ରାୟ ୧୦୦୦ ଉଡ଼ାଣ ବାତିଲ…

ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…

ନୂଆଦିଲ୍ଲୀ: ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି(NCS) ଅନୁଯାୟୀ, ମଙ୍ଗଳବାର ରାତିରେ ବନ୍ୟା ବିଧ୍ୱସ୍ତ ନେପାଳରେ ୫.୦ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। କାଠମାଣ୍ଡୁ ସମେତ ଅନେକ ସ୍ଥାନରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ସେହିପରି କିଛି ଘଣ୍ଟା ପୂର୍ବରୁ ତିବ୍ଦତରେ ୫.୩ ତୀବ୍ରତାର…

ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…

କଟକ: ରାଜ୍ୟରେ କୋଚିଂ ସେଣ୍ଟର ଓ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଗ୍ନି ନିରାପତ୍ତାକୁ ନେଇ ପ୍ରଶାସନ କଡା ପଦକ୍ଷେପ ଗ୍ରହଣ କରିଛି। ଆବଶ୍ୟକ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ଓ ସୁରକ୍ଷା ବ୍ୟବସ୍ଥା ନଥିଲେ କୋଚିଂ ସେଣ୍ଟର ବନ୍ଦ କରାଯାଇପାରେ। ଓଡ଼ିଶା ଫାୟାର ଆଣ୍ଡ ଇମର୍ଜେନ୍ସି ସର୍ଭିସ…

ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର

ସିଙ୍ଗାପୁର: ବିଶ୍ୱର ସବୁଠାରୁ ଅଧିକ ଦରମା ପାଉଥିବା ରାଜନୈତିକ ନେତା ତଥା ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲୋରେନ୍ସ ୱାଙ୍ଗ ଙ୍କ ବାର୍ଷିକ ଦରମାରେ ବଡ଼ ଧରଣର ବୃଦ୍ଧି ଘଟିଛି। ସିଙ୍ଗାପୁର ସରକାର ସାଂସଦ, ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଦରମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ…

ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି…

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ…

ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ

ଭୁବନେଶ୍ୱର:‘ଅଧିକ ଅମଳ ପାଇଁ ଆଧୁନିକ ପ୍ରଣାଳୀରେ ଆଖୁଚାଷ ’ ଶୀର୍ଷକ ଏକ ଦୁଇଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି । କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ରାଜ୍ୟରେ ଆଖୁଚାଷକୁ ବଢ଼ାଇବା ନିମନ୍ତେ ପ୍ରୋତ୍ସାହନ ବ୍ୟବସ୍ଥା ଓ ସ୍ବତନ୍ତ୍ର ନୀତି ନିମନ୍ତେ ଆଲୋଚନା…

“ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …

ଭୁବନେଶ୍ବର:ଓଡ଼ିଆ ଚଳଚ୍ଚିତ୍ର "ମାଳିପୁଟ ମେଲୋଡିଜ୍" ଆସନ୍ତା ସେପ୍ଟେମ୍ବର ୧୮ରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ । କୋରାପୁଟର କଳା, ସଂସ୍କୃତି, ସାହିତ୍ୟ, ସଙ୍ଗୀତ ସହ ସଂଘର୍ଷର କାହାଣୀକୁ ନେଇ ଆସୁଛି "ମାଳିପୁଟ ମେଲୋଡିଜ୍" । ଆଧୁନିକତାର ଛାପରେ ଲୋପ ପାଉଥିବା କୂଳ ବେଉସା, ଗ୍ରାମ୍ୟ…

ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ:ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ସହକାରୀ ଶିକ୍ଷକ ଭବାନୀ ପ୍ରସାଦଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି । ଏଥିରେ ଭବାନୀ…

ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ

ଜୟପୁର:ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ ଚଢ଼ାଉ କରି ଏକ କଲରାପତରିଆ ବାଘ ଛାଲ ଜବତ କରିଛି । ଜୟପୁରରେ ବାଘ ଛାଲ କାରବାର ହେଉଥିବା ନେଇ ଖବବ ମିଳିଥିଲା। ଏନେଇ ସ୍ବତନ୍ତ୍ର ଗୋଇନ୍ଦା ଟିମ୍‌ ଚଢାଉ କରି ବାଘ ଛାଲ ସହ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ଗିରଫ ଅଭିଯୁକ୍ତ ଜଣକ ହେଲେ…

୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା…

ଭୁବନେଶ୍ୱର: ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଅପରାଧୀମାନେ ଏବେ ବ୍ୟାଙ୍କଗୁଡ଼ିକୁ ନିଜର ସହଜ ଟାର୍ଗେଟ୍ ବନାଉଛନ୍ତି । ମାତ୍ର ୨୪ ଘଣ୍ଟା ବ୍ୟବଧାନରେ ଓଡ଼ିଶାର ଦୁଇଟି ପୃଥକ୍ ସ୍ଥାନରେ ଫିଲ୍ମ ଷ୍ଟାଇଲରେ ବନ୍ଧୁକ ମୁନରେ ବ୍ୟାଙ୍କ ଲୁଟ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ସୁନ୍ଦରଗଡ଼ ଓ…