ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ୍ଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା
ସୁନ୍ଦରଗଡ଼: ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ଦଣ୍ଡ ଶୁଣାଇଲେ ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ ଅଦାଲତ । ଏଥି ସହିତ କୋର୍ଟ ଦୋଷୀ କୁନା ପ୍ରଧାନଙ୍କୁ ୨୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଏବଂ ଜରିମାନା ଅନାଦେୟ ରହିଲେ ଆହୁରି ୧ ବର୍ଷ ଜେଲ୍ ରେ…