Latest Odisha News

BREAKING NEWS

ଓଟିଭି ସାରୁଆ ଜମି ଦୁର୍ନୀତି ମାମଲା: ଇସ୍ତଫା ଦେଲେ ସାରୁଆ ମହିଳା ସମିତିର ଅଧ୍ୟକ୍ଷା ସମେତ କର୍ମକର୍ତ୍ତା

ଖୋର୍ଦ୍ଧା: ଖୋର୍ଦ୍ଧା ସାରୁଅରେ ଜମି କେଳେଙ୍କାରୀ ମାମଲାରେ ବଢିଲା ଓଟିଭି ଏମଡି ଜାଗି ମଙ୍ଗତପଣ୍ଡାଙ୍କ ଅଡୁଆ। ସାରୁଅ ମହିଳା ସମିତିରୁ ଇସ୍ତଫା ଦେଲେ ଅଧ୍ୟକ୍ଷାଙ୍କ ସହ ସମିତି କର୍ମକର୍ତ୍ତା । ସମିତିର ସଭାପତି ଜୟନ୍ତୀ ସାହୁ , କୋଷାଧ୍ୟକ୍ଷ ରଶ୍ମୀତା ମହାଭୋଇ  ଏବଂ ଅନ୍ୟ ୪ଜଣ ସଦସ୍ୟ ଇସ୍ତାଫ…

ମରାମତି ହେବ ଶ୍ରୀମନ୍ଦିର ବାଇଶି ପାହାଚ

ପୁରୀ: ଶ୍ରୀମନ୍ଦିର ବାଇଶି ପାହାଚର ହେବ ମରାମତି । ଏଏସଆଇର ଚାରଜଣିଆ ଟିମ ଏ ନେଇ ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିରରେ ପହଞ୍ଚି ବାଇଶି ପାହାଚର ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ପ୍ରତିଟି ପାହାଚର ପଥରକୁ ଗୁରୁତ୍ୱ ସହ ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ଖରାପ ପଥର ଥିଲେ ବଦଳାଯିବାର…

ନିଜ ଜନ୍ମଦିନରେ କାହିଁକି ନିଜକୁ ଗୁଳି କରି ହତ୍ୟା କଲା ତିନି ବର୍ଷର ଶିଶୁ

ନୂଆଦିଲ୍ଲୀ: ଆମେରିକାର ଟେକ୍ସାସରେ ନିଜ ଜନ୍ମଦିନ ପାର୍ଟିରେ ତିନି ବର୍ଷର ଶିଶୁ ନିଜକୁ ଗୁଳି କରି ହତ୍ୟା କରିଥିବା ଘଟଣା ଏବେ ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସର ସୂଚନାନୁସାରେ, ପାର୍ଟି ସମୟରେ ପିଲାଟି ନିଜ ଘରୁ ପିସ୍ତଲ ପାଇଥିଲା, ଯାହା ଫଳରେ ସେ ନିଜ ଉପରେ ଗୁଳି ଚଳାଇଥିଲା।…

ଅଭିନେତା ପ୍ରଭାସ୍‌ଙ୍କ ଚିନ୍ତା ବଢାଇଲା ଇଟାଲୀ !

ତେଲେଙ୍ଗାନା: ବାହୁବଲି ଆକ୍ଟର ପ୍ରଭାସଙ୍କୁ ନିଜ ଫିଲ୍ମରେ ନେବା ପାଇଁ ସମସ୍ତ ଫିଲ୍ମ ମେକର ଆଗଭର । ବହୁ ଚେଷ୍ଟା କରି ଶେଷରେ ଫିଲ୍ମ ରାଧେ ଶ୍ୟାମ ପାଇଁ ତାଙ୍କୁ ସାଇନ୍ କରାଇଥିଲେ ନିର୍ଦ୍ଦେଶକ ରାଧା କ୍ରିଷ୍ଣ କୁମାର । ଇଟାଲୀରେ ଏହି ଫିଲ୍ମର ସୁଟିଂ ଚାଲୁଥିବାବେଳେ ପ୍ରେମ କାହାଣୀ ଉପରେ…

ମଦ ପାଇଁ ମହାଭାରତ, ୨ ଗୁରୁତର

ଗଞ୍ଜାମ: ମଦ ପାଇଁ ଗଣ୍ଡଗୋଳ । ଗଞ୍ଜାମ ଜିଲ୍ଲା ଭାଟକୁମରଡ଼ାରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି। ଘଟଣାରେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ଭାଟକୁମରଡ଼ା ଗାଁରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି ।…

ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ଚାଲିଛି ଜୋରଦାର ପ୍ରଚାର । ତିନି ଦଳର ପ୍ରାର୍ଥୀଙ୍କ ସପକ୍ଷରେ ଦଳୀୟ ନେତାମାନେ ଜୋରଦାର ପ୍ରଚାର ଚଳାଇଛନ୍ତି । ତେବେ ଏହି ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ । ବାଲେଶ୍ୱର…

[ଭିଡିଓ] ବିଚ୍ ରାସ୍ତାରେ ବନ୍ଧୁକ କଲା ଫଇସଲା !

ହରିୟାଣା: ଦିନ ଦ୍ୱିପହରେ, ବିଚ୍ ରାସ୍ତାରେ ଗୁଳିମାଡ । ଘଟଣାସ୍ଥଳରେ ହିଁ ଟଳିପଡିଥିଲେ ଯୁବତୀ । ଚମ୍ପଟ୍ ମାରିଥିଲା ଅଭିଯୁକ୍ତ । ହେଲେ ସିସିଟିଭି ଫୁଟେଜ୍ ଜରିଆରେ ସାମ୍ନାକୁ ଆସିଛି ସେହି ଛାତିଥରା ଦୃଶ୍ୟ । କଏଦ ହୋଇଥିଲା ଲାଇଭ୍ ଗୁଳିମାଡ ଘଟଣା । ସୋସିଆଲ୍ ମିଡିଆରେ ଏହି ଭିଡିଓ ଖୁବ…

ମୁମ୍ବାଇରେ ହୋଇପାରେ ବଡ଼ ଧରଣର ଆତଙ୍କୀ ହମ୍‌ଲା; ଡ୍ରୋନ୍‌ ଉଡାଣ ଉପରେ ନିଷିଦ୍ଧାଦେଶ ଜାରି କଲା ପୋଲିସ୍‌

ମୁମ୍ବାଇ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଆଶଙ୍କା ପ୍ରକାଶ କରାଯାଇଛି। ଆତଙ୍କବାଦୀମାନେ ମୁମ୍ବାଇରେ ବଡ଼ ଧରଣର ଆକ୍ରମଣ କରିପାରନ୍ତି ବୋଲି ବିଶେଷ ସୂତ୍ରରୁ ପ୍ରକାଶ। ଏ ସମ୍ପର୍କରେ ମୁମ୍ବାଇ ପୋଲିସ ମଧ୍ୟ ସତର୍କ ସୂଚନା ଜାରି କରିଛି। ଆକ୍ରମଣ…

କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ

ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି । ଯାହା ପରେ ଟେଷ୍ଟ ରିପୋର୍ଟ ମଙ୍ଗଳବାର ଦିନ ପଜିଟିଭ ଆସିଛି । ସୂଚନା…

ଏବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ; ସରକାର ଆଣୁଛନ୍ତି ନୂଆ ନିୟମ

ଜୟପୁର: ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିବା ନେଇ ରାଜସ୍ଥାନ ସରକାର ବିଚାର ବିମର୍ଶ କରୁଛନ୍ତି । ବିଧାନସଭାର ଆଗାମୀ ଅଧିବେଶନରେ ସରକାର ଏସମ୍ବନ୍ଧୀୟ ବିଧେୟକ ଆଣିପାରନ୍ତି ବୋଲି ସୂଚନା ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ସୋମବାର ଦିନ ସୂଚନା ପ୍ରଦାନ କରିଛନ୍ତି ।…