ଆଜିର ଦିନରେ ଭାରତ କ୍ରିକେଟକୁ ମିଳିଥିଲା ନୂଆ ଦିଗ
ନୂଆଦିଲ୍ଲୀ: ୨୫ ଜୁନ ୧୯୮୩ ଭାରତୀୟ କ୍ରୀଡା ଇତିହାସ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହି ଦିନ ଭାରତୀୟ କ୍ରିକେଟ ବିଶ୍ୱକପ ଜିତି ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିଥିଲା । ବିଶ୍ୱ ବିଜୟୀ ୱେଷ୍ଟଇଣ୍ଡିଜ ଟିମକୁ କପିଳ ଦେବଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୪୩ ରନରେ ପରାସ୍ତ କରିଥିଲା । ସାରା…