Latest Odisha News

ସପିଂ ମଲ, ହସ୍ପିଟାଲ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ପାର୍କିଂ ଫି ଆଦାୟ ବେଆଇନ: ବିଡିଏ

ଭୁବନେଶ୍ୱର: ଆଉ ଦେବାକୁ ପଡ଼ିବ ନାହିଁ ପାର୍କିଂ ଫି। ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍ ଓ ଆପାର୍ଟମେଣ୍ଟ ଆଦିରେ ଆଦାୟ ହେଉଥିବା ପାର୍କିଂ ଫି’କୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) । ଏନେଇ…

ନବୀନଙ୍କ ଜନ୍ମଦିନରେ ସଫଳ ହେଲା ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସମୁଦାୟ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ…

ଜନ୍ମଦିନରେ କନ୍ଧମାଳକୁ ମୁଖ୍ୟମନ୍ତ୍ରୀଙ୍କ ଉପହାର; ପ୍ରତିଷ୍ଠା ହେବ ମେଡିକାଲ କଲେଜ

ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ଅବିଭକ୍ତ ଜିଲ୍ଲା ମାନଙ୍କରେ ମେଡ଼ିକାଲ କଲେଜ ହସ୍ପିଟାଲ କରିବା ପାଇଁ ସରକାର ସ୍ଥିର କରିଥିବା ବେଳେ କନ୍ଧମାଳ ଜିଲ୍ଲାର ଫୁଲବାଣୀଠାରେ ମେଡ଼ିକାଲ କଲେଜ ହସ୍ପିଟାଲ କରାଯିବା ନେଇ ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହି ହସ୍ପିଟାଲ…

ଭୁଲରେ ବି କରନ୍ତୁ ନାହିଁ ଏହିସବୁ କାର୍ଯ୍ୟ, କ୍ରୋଧ କରିବେ ମାଆ ଲକ୍ଷ୍ମୀ !

ଭୁବନେଶ୍ୱର: ହିନ୍ଦୁଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଦିନ ସ୍ୱଚ୍ଛ ଓ ଶୁଦ୍ଧ ଭାବେ ଧନଦାତ୍ରୀ ମାଆ ଲକ୍ଷ୍ମୀଙ୍କ ଆରାଧନା କଲେ ଘରେ ଧନର ବୃଦ୍ଧି ହେବା ସହ ସୁଖ ସମୃଦ୍ଧି ମଧ୍ୟ ପ୍ରାପ୍ତ ହୁଏ । ମାତ୍ର ବେଳେବେଳେ ଦେଖାଯାଏ ଯେ ଆମ ପରିଶ୍ରମ ଅନୁଯାୟୀ ତାହାର ଆଶାନୁରୂପକ ଅର୍ଥ ପ୍ରାପ୍ତି ହୋଇନଥାଏ।…

ଚିନ୍ତାରେ ବିଶ୍ୱ ପରିବେଶ; ଦାନା ବାନ୍ଧୁଛି ବିରାଟ ବିପ୍ଳବ !

ବିଲୁପ୍ତି ବିପ୍ଳବ (ବିଶିଷ୍ଟ ଓଡ଼ିଆ ସ୍ତମ୍ଭକାର ସୁଦର୍ଶନ ଦାସଙ୍କ ଦ୍ୱାରା ପ୍ରତି ବୁଧବାର ଦିନ ‘ବିଲୁପ୍ତି ବିପ୍ଳବ’ ନାମକ ସାପ୍ତାହିକ ସ୍ତମ୍ଭ ପ୍ରକାଶିତ ହେବ ) ଚିନ୍ତାରେ ବିଶ୍ୱ ପରିବେଶ; ଦାନା ବାନ୍ଧୁଛି ବିରାଟ ବିପ୍ଳବ ! ସୁଦର୍ଶନ ଦାସ ମାନବ ସମାଜର କ୍ରମ ବିକାଶ ସହିତ…

ସୁପ୍ରିମକୋର୍ଟରେ ଶେଷ ହେଲା ଅଯୋଧ୍ୟା ବିବାଦର ଶୁଣାଣି; ସଂରକ୍ଷିତ ରହିଲା ଐତିହାସିକ ରାୟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମିବିବାଦର ପାରିସମାପ୍ତି ଘଟିଛି ।ସୁପ୍ରିମକୋର୍ଟ ବୁଧବାର ଦିନ ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ଶେଷ କରି ଏହାର ରାୟକୁ ସଂରକ୍ଷିତ ରଖିଛନ୍ତି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ଵାରା ନିର୍ଦ୍ଧାରିତ କରାଯାଇଥିବା ସମୟର ୧…

ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ଆଜି ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ମାତ୍ରାଧିକ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଆଜି ଦୁଇଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରୁଅଛି । ପ୍ରଥମ ଟ୍ରେନଟି ଭୁବନେଶ୍ୱର ରୁ ରାତ୍ର ୮ ଘଟିକାରେ ବାହାରି ବ୍ରହ୍ମପୁର, ବିଜୟନଗରମ ଓ ରାୟଗଡା ମାର୍ଗ ଦେଇ କୋରାପୁଟ ଯାତ୍ରା କରିବ ଓ ଏହି ଟ୍ରେନ ଦକ୍ଷିଣ ଓଡିଶା ଓ…

ଅମିତାଭ ବଚ୍ଚନଙ୍କ ସ୍ଥାନ ନେବେ ହ୍ରିତିକ୍‍ !

ମୁମ୍ବାଇ: ନିକଟରେ ରିଲିଜ ହୋଇଥିବା ବଲିଉଡର ମୋଷ୍ଟ ହ୍ୟାଣ୍ଡସମ ଆକ୍ଟର ହ୍ରିତିକ୍‍ ରୋଶନଙ୍କ ଚଳଚ୍ଚିତ୍ର ୱାର ବକ୍ସ ଅଫିସରେ ଧମାକା ସୃଷ୍ଟି କରିବା ପରେ ଏବେ ସେ ତାଙ୍କ ଆଗାମୀ ଚଳଚ୍ଚିତ୍ରର ଶୁଟିଂ ଆରମ୍ଭ କରିବା ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଆଗାମୀ ସିନେମରେ ହ୍ରିତିକ୍‍ ବିଗ ବିଙ୍କ…

ଆରମ୍ଭ ହେଲା ରେଳବାଇର ‘ପ୍ରମୋସନ ଅନ୍‌ ହ୍ବିଲ’ ସେବା

ନୂଆଦିଲ୍ଲୀ: ସିନେମା, କଳା, ସଂସ୍କୃତି, ଖେଳ ଆଦିର ବିଜ୍ଞାପନ(ପ୍ରମୋସନ) ନିମନ୍ତେ ଭାରତୀୟ ରେଳ ପକ୍ଷରୁ ନିଆ ଯାଇଛି ଏକ ଭିନ୍ନ ପଦକ୍ଷେପ। ଆଜିଠାରୁ ଟ୍ରେନରେ ମଧ୍ୟ ଏହିସବୁର ପ୍ରଚାର- ପ୍ରସାର କରାଯିବା ନେଇ ରେଲମନ୍ତ୍ରଣାଳୟ ବୁଧବାର ଦିନ ଟ୍ୱିଟ କରି ଜଣାଇଛନ୍ତି ।…