ରେଳଧାରଣାରୁ ବାପା-ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର
କୋରାପୁଟ: ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେସନ ନିକଟରେ ବାପା, ଝିଅ ଓ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ପୁଅ-ଝିଅଙ୍କ ଶରୀର ରେଳ ଧାରଣାରେ କଟି ଯାଇଛି । କିଛି ଦୂରରେ ପଡ଼ିଛି ବାପାଙ୍କ କ୍ଷତବିକ୍ଷତ ମୃତଦେହ ।
ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ଲକ୍ଷ୍ମୀପୁର ପୋଲିସ ।…