ନାବାଳିକା ଅପହରଣର ୧ ମାସ ପରେ ବି ପୋଲିସ ହାତ ଖାଲି; ନିରପେକ୍ଷ ତଦନ୍ତ ଦାବି କଲେ ବାପା ମା’
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଅଂଚଳରେ ଜଣେ ନାବାଳିକାଙ୍କୁ ପ୍ରାୟ ଏକ ମାସ ତଳେ ଅପହରଣ ହୋଇଥିବା ଅଭିଯୋଗ ଆସିଥିଲା। ତେବେ ଏହି ଘଟଣାର ତଦନ୍ତରେ ପୋଲିସର ନିଷ୍କ୍ରିୟତା ଅଭିଯୋଗ ହୋଇଛି।
ଘଟଣାକୁ ଏକ ମାସ ବିତିଯାଇଥିଲେ ମଧ୍ୟ ଏଯାଏ ନାବାଳିକାର କୌଣସି ପତା ମିଳିନାହିଁ । ଫଳରେ କୌଣସି…