Latest Odisha News

ସୁନ୍ଦରଗଡରେ ‘୫ଟି’ ସଚିବ ପାଣ୍ଡିଆନ୍; କାର୍ଯ୍ୟରେ ଅବହେଳା ନେଇ ସିଡିଏମଓ ନିଲମ୍ବିତ ଓ ଜିଲ୍ଲାପାଳଙ୍କୁ ନୋଟିସ୍

ସୁନ୍ଦରଗଡ: କର୍ତ୍ତବ୍ୟରେ ଅବହେଳା କରିଥିବା ଦର୍ଶାଇ ଓଡିଶା ସରକାର ରବିବାର ଦିନ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧାରୀ (ସିଡିଏମଓ) ପଙ୍କଜ ପଟେଲଙ୍କୁ ନିଲମ୍ବିତ କରିଛନ୍ତି। ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ “ମୋ ସରକାର” କାର୍ଯ୍ୟକାରିତାରେ…

ଗଞ୍ଜାମରେ ଜୁଆ ଆଡ୍ଡା ଉପରେ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବିଭିନ୍ନ ଜୁଆ ଆଡାରେ ଗତକାଲି ପୋଲିସ ଚଢାଉ କରିବା ସହିତ ପାଖାପଖି ୯୫ଜଣଙ୍କୁ ଗିରଫ କରିଛି । ଏହାବ୍ୟତିତ ସେମାନଙ୍କ ବିରୋଧରେ ୧୪ ମାମଲା ରୁଜୁ କରାଯାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଏହି ଚଢାଉ ବେଳେ ବ୍ରହ୍ମପୁରରୁ କେବଳ ୬୮ ଜଣ…

ଭଦ୍ରକରେ କାରକୁ ପିଟିଲା ଟ୍ରକ୍, ୫ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ କାରକୁ ଗୋଟିଏ ଆଳୁ ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ…

ପାଲାଜଗତର ଅପ୍ରତିଦ୍ୱନ୍ଦ୍ୱୀ ଗାୟକ: ନିରଞ୍ଜନ ବାହିନୀପତି

ଭୁବନେଶ୍ୱର: ଯୋଗ୍ୟ ପିତାଙ୍କର ସୁଯୋଗ୍ୟ ସନ୍ତାନ ଗାୟକ ବିଦ୍ୟାସାଗର ନିରଞ୍ଜନ ବାହିନୀପତି । ବାପା ଗାୟକ ବିଶାରଦ ମାର୍କଣ୍ଡେୟ ବାହିନୀପତି ଯେଭଳି ଜ୍ଞାନର ସାଗର ଥିଲେ ସେହିପରି ନିରଞ୍ଜନ ବାହିନୀପତି ମଧ୍ୟ ପାଲା ଜଗତରେ ଜଣେ ଉଜ୍ଜ୍ୱଳ ପ୍ରତିଭା । ୧୯୬୩ ମସିହା ଜୁଲାଇ ୬ ତାରିଖ ଆଷାଢ…

ଧାରାବାହିକ ଉପନ୍ୟାସ: କୁକୁର କାହାଣୀ (୯)

ମାନବୀୟ ସମ୍ପର୍କର କଥାଶିଳ୍ପୀ ମୃଣାଳ (ଡ. ମୃଣାଳ ଚାଟାର୍ଜୀ, ଜନ୍ମ ୧୯୬୧) ସାହିତ୍ୟର ବିଭିନ୍ନ ବିଭବରେ ସ୍ୱଚ୍ଛନ୍ଦ ବିଚରଣ କରନ୍ତି । ଗଳ୍ପ, ଉପନ୍ୟାସ, ନାଟକ, ନିବନ୍ଧ, ପ୍ରବନ୍ଧ, ସବୁ ଲେଖିଛନ୍ତି ସେ । ଜଣେ ସ୍ତମ୍ଭକାର ଭାବରେ ସେ ବେଶ ପରିଚିତ । ବଙ୍ଗଳା, ହିନ୍ଦୀ ଓ ଇଂରାଜୀରୁ ଓଡ଼ିଆକୁ…

କୁଆଁରୀଙ୍କ ପର୍ବ କୁମାର ପୂର୍ଣ୍ଣିମା; ଜାଣନ୍ତୁ ଏହାସହ ଜଡିତ ଇତିହାସ ଓ ପରମ୍ପରା

"କୁଆଁର ପୁନେଇ ଜହ୍ନଲୋ ଫୁଲ ବଉଳ ବେଣୀ । କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନଗୋ ଫୁଲ ବଉଳବେଣୀ"।। କୁଆଁରୀ ଝିଅଙ୍କ ପର୍ବ କୁଆଁରପୁନେଇ । ଏହିଦିନ କୁଆଁରୀ ମାନେ ସଜବାଜ ହୋଇ ହାତରେ ପୂଜାଥାଳି ଧରି ଚାନ୍ଦ ବନ୍ଦେଇବାକୁ ଅଗଣାରେ ଏକାଠି ହୋଇଥାନ୍ତି । ଲୋକକଥା ଅନୁଯାୟୀ ଏହି…

ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାରେ ସାରା ଓଡିଶା ଉତ୍ସବମୁଖର

ଭୁବନେଶ୍ୱର : ଆଜି ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର କୁମାର ପୁର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା । ଏହି କୁମାର ପୂର୍ଣ୍ଣିମା ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । କୁମାରୀମାନଙ୍କ ପାଇଁ ଏହା ଏକ ବଡ ଉତ୍ସବର ଦିନ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୩-୧୦-୨୦୧୯ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୧୯ ମସିହା ଅକ୍ଟୋବର ମାସ ତା୧୩ ତାରିଖ ରବିବାର କନ୍ୟା ୨୭ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ…

ଜାପାନ ଛୁଇଁଲା ପ୍ରଳୟଙ୍କରୀ ‘ସୁପର୍ ତାଇଫୁନ ହାଗିବିସ୍’

ଟୋକିଓ: ‘ସୁପର୍ ତାଇଫୁନ ହାଗିବିସ୍’ ଶନିବାର ଦିନ ଜାପାନ ଉପକୂଳ ଛୁଇଁଛି । ଅନ୍ତର୍ଜାତୀୟ ପାଣିପାଗ ଏଜେନ୍ସି ମାନଙ୍କ ସୂତ୍ରରୁ ଜଣାପଡ଼ିଛି ଯେ, ଗତ ୬୦ ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ ତାଇଫୁନ । As Japan braces for #TyphoonHagibis, we empathise & pray for lakhs of…

ଜାଣନ୍ତୁ କନ୍ଧମାଳ ଆଦିବାସୀ ଗାଁର ଏହି ଯୁବକଙ୍କୁ; କିପରି ହେଲେ ଇସ୍ରୋ ବୈଜ୍ଞାନିକ

ଫୁଲବାଣୀ: କଠିନ ପରିଶ୍ରମ, ଅଦମ୍ୟ ନିଷ୍ଠା, ଦୃଢ଼ ମନୋବଳ ଓ ଏକାଗ୍ରତା ହିଁ ସଫଳତାର ଚାବିକାଠି । ଏହା କିଛି ରାକେଟ ସାଇନ୍ସ ନୁହେଁ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି କନ୍ଧମାଳ ଜିଲ୍ଲା ସିମ୍ବାଳି ଗ୍ରାମର ଆଦିବାସୀ ଯୁବକ ଅଭିମନ୍ୟୁ ମଲ୍ଲିକ । ଯିଏକି ଏବେ ଭାରତୀୟ ମହାକାଶ ଗବେଷଣା…