Latest Odisha News

BREAKING NEWS

୨୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର: ଅକ୍ଟୋବରରେ ଲଘୁଚାପର ଲମ୍ବା ଲାଇନ୍ । ଗୋଟିଏ ଗଲା, ଆଉ ଗୋଟିଏ ଆସୁଛି । ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର । ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ନେଇ ପୂର୍ବାନୁମାନ…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ !

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ରାଜ୍ୟରେ ଏବେ ଲଘୁଚାପ ସମ୍ଭାବନା ନଥିବାରୁ ପାଗ ଶୁଖିଲା ରହିବ। ଫଳରେ ରାଜ୍ୟରୁ ମୌସୁମୀ ଫେରିବା ନେଇ ଅନୁକୂଳ ପରିବେଶ ସୃଷ୍ଟି ହେବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶା ଓ ଉତ୍ତର-ପଶ୍ଚିମ…

ପୀଠରେ ଦଶମୀ, ମଣ୍ଡପରେ ନବମୀ; ଚାଲିଛି ମାଆଙ୍କ ଷୋଡ଼ସ ଉପଚାର ପୂଜା ବିଧି

ଭୁବନେଶ୍ୱର: ଚାଲିଛି ମାଆଙ୍କ ଶାରଦୀୟ ଦୁର୍ଗା ପୂଜା । ମଣ୍ଡପରେ ଆଜି ନବମୀ ପାଳନ ହେଉଥିବା ବେଳେ ପୀଠ ଗୁଡିକରେ ଦଶମୀ ପାଳନ ହେଉଛି। ସବୁଠି ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା ବିଧି। ଚଳିତ ବର୍ଷ କରୋନା କଟକଣା ପାଳନ ସହିତ ମାଆଙ୍କ ରୀତିନୀତି ଚାଲୁଥିବାରୁ ଭକ୍ତଙ୍କ ଭିଡ ଦେଖିବାକୁ…

ନବରାତ୍ରୀର ନବମ ଦିନ; ସିଦ୍ଧିଦାତ୍ରୀ ରୂପରେ ପୂଜା ପାଉଛନ୍ତି ଜଗତଜନନୀ ମାଆ ଦୁର୍ଗା

ଭୁବନେଶ୍ୱର: ପୁରାଣ ମତେ ଦୁର୍ଗ ରାକ୍ଷସ ବ୍ରହ୍ମାଙ୍କଠାରୁ ବରପ୍ରାପ୍ତ ହୋଇ ଭୀଷଣ ଶକ୍ତିଶାଳୀ ଓ ଅତ୍ୟାଚାରୀ ହୋଇ ଉଠିଲା । ସେ ତ୍ରିଲୋକ ଜିଣିବା ପରେ ଦେବଲୋକ ଯାଇ ଦେବରାଜ ଇନ୍ଦ୍ରଙ୍କୁ ଭୟ ଦେଖାଇଲା। ଦେବଗଣ ସମ୍ମିଳିତ ହୋଇ ଲଢ଼ିଲେ, କିନ୍ତୁ ସମସ୍ତ ଦେବ ଆୟୁଧକୁ ବ୍ୟର୍ଥ କରି ଦୁର୍ଗ ଦୈତ୍ୟ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା ୨୫-୧୦-୨୦୨୦ ରବିବାର ଆଜିର ମହତ୍ତ୍ୱ ଆଜି ୨୦୨୦ ମସିହା ଅକ୍ଟୋବର ତା ୨୫ ରିଖ ରବିବାର ତୁଳା ୯ ଦିନ ଆଶ୍ବିନ ମାସ ଶୁକ୍ଳପକ୍ଷ ନବମୀ ଭୁକ୍ତ ଦଶମୀ ତିଥି ଧନିଷ୍ଠା ନକ୍ଷତ୍ର ମକର‌‌‌ ଚନ୍ଦ୍ର ଘାତ ବାର:-ମେଷ ରାଶିର  ଘାତ ଚନ୍ଦ୍ର :- ସିଂହ ରାଶି ପୁରୁଷଙ୍କର  ନିଷେଧ ଖାଦ୍ୟ…

ପାଟଣାରେ ପ୍ରଚାର ବେଳେ ଜେଡିଆରପି ନେତାଙ୍କୁ ଗୁଳି କରି ହତ୍ୟା

ପାଟଣା: ବିହାରରେ ନିର୍ବାଚନୀ ହିଂସା । ଜନତା ଦଳ ରାଷ୍ଟ୍ରବାଦୀ ପାର୍ଟି ନେତା ନାରାୟଣ ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ପୋଲିସ ଗିରଫ କରିଛି । ସିଓହର ଜିଲ୍ଲାର ହାଥସରରେ ଘଟିଛି ଏହି ଘଟଣା । ମିିଳିଥିବା ସୂଚନା ଅନୁଯୟୀ, ନାରାୟଣ ନିର୍ବାଚନ ପ୍ରଚାର…

ପରଲୋକରେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ବିରଞ୍ଚି ନାରାୟଣ ପୁହାଣ

ଭୁବନେଶ୍ୱର: ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ତଥା ଶିକ୍ଷାବିତ୍ ଡକ୍ଟର ବିରଞ୍ଚି ନାରାୟଣ ପୁହାଣଙ୍କ ପରଲୋକ ହୋଇଛି । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କଟକ ସାଲେପୁର ନିକଟ ଗୁଆଳି ଗାଁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ପୁହାଣ ରେଭେନସା କଲେଜରୁ ପାଠପଢା ଶେଷ…

[ଭିଡିଓ] ହେଲମେଟ୍ ଚେକିଂବେଳେ ମହିଳାଙ୍କ ତୁମୁଳକାଣ୍ଡ !

ମୁମ୍ବାଇ: ରାସ୍ତାରେ ଖୁଲମ୍‌ଖୋଲା ଟ୍ରାଫିକ୍ ପୋଲିସଙ୍କୁ ମାଡ । ସରକାରୀ ବାବୁଙ୍କ ସାର୍ଟ ଚିରିବା ସହ ତାଙ୍କ ବିରୋଧରେ ଅଶ୍ରାବ୍ୟ ଭାଷାରେ ଗାଳିଦେବା ଅଭିଯୋଗ । ମୁମ୍ବାଇର ଏହି ଭିଡିଓଟି ସୋସିଆଲ୍ ମିଡିଆରେ ଖୁବ ଭାଇରାଲ୍ ହୋଇଛି । ଭିଡିଓରେ ଜଣେ ମହିଳା ବିଚ୍ ରାସ୍ତାରେ ଜଣେ ଟ୍ରାଫିକ୍…

ଓଡିଶାରୁ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୧୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୬୨,୦୩୧ ଛୁଇଁଛି।…

୨୦୨୧ ମାର୍ଚ୍ଚ ସୁଦ୍ଧା ସରିବ ସ୍ୱର୍ଗଦ୍ୱାର ବିକାଶ କାମ

ଭୁବନେଶ୍ୱର: ୨୦୨୧ ମସିହା ମାର୍ଚ୍ଚ ସୁଦ୍ଧା ପୁରୀ ସ୍ୱର୍ଗଦ୍ୱାରର ବିକାଶ କାମ ସମ୍ପୂର୍ଣ୍ଣ ହେବ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ (୫ଟି) ସଚିବ ଭିକେ ପାଣ୍ଡିଆନ୍ ଶନିବାର ଦିନ ପୁରୀ ଗସ୍ତରେ ଯାଇ ସ୍ୱର୍ଗଦ୍ୱାରର ବିକାଶ ଓ ଗାଈଗୋରୁଙ୍କ ରହଣୀ ପାଇଁ ଗୋଶାଳା ଏବଂ ଭିକ୍ଷୁକଙ୍କ…