Latest Odisha News

BREAKING NEWS

ଛତିଶଗଡ଼ ପାଇଁ ଓଡ଼ିଶାରେ କରୋନା ବଢୁଛି: ଆଇଏଲ୍ଏସ୍ ନିର୍ଦ୍ଦେଶକ

ଭୁବନେଶ୍ୱର: ପଡୋଶୀ ଛତିଶଗଡ ପାଇଁ ଓଡିଶାରେ ମହାମାରୀ କରୋନା ବଢୁଛି ବୋଲି ମଙ୍ଗଳବାର ଦିନ କହିଛନ୍ତି ଭୁବନେଶ୍ୱରର ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍)। “ଓଡିଶାର ସୀମାନ୍ତବର୍ତ୍ତୀ ଜିଲ୍ଲାର ଲୋକମାନେ ବାରମ୍ବାର ଛତିଶଗଡ ଯାଉଥିବା ଯୋଗୁଁ ଏଭଳି ସ୍ଥିତି ହେଉଛି। ଏପରିକି…

ଭାରତରୁ ହଂକକଂଗ ଯିବନି କୌଣସି ବିମାନ, ବିମାନ ଚଳାଚଳ ଉପରେ ରୋକ ଲଗାଇଲେ ହଂକକଂଗ ସରକାର

ନୂଆଦିଲ୍ଲୀ: ଭାରତରୁ ବିମାନ ଚଳାଚଳ ବନ୍ଦ କଲା ହଂକକଂଗ । ସମସ୍ତ ବିମାନ ଚଳାଚଳ ଉପରେ ରୋକ ଲଗାଇଛନ୍ତି ହଂକକଂଗ ସରକାର । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଏପ୍ରିଲ ୪ ତାରିଖରେ ବିସ୍ତରା ବିମାନରେ ହଂଗ କଂଗ ଯାଇଥିବା ୪୯ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା…

ରାଜଧାନୀରେ ବଢିଲା ଅଟୋ ଭଡା

ଭୁବନେଶ୍ୱର: ଇନ୍ଧନ ମୂଲ୍ୟ ବୃଦ୍ଧି ଯୋଗୁ ଅଟୋରିକ୍ସା ଯାତ୍ରୀଙ୍କୁ ଏବେ ଦୁଇଗୁଣା ଭଡା ଦେବାକୁ ପଡ଼ିବ। ଏ ନେଇ ରାଜଧାନୀ ଅଟୋ-ରିକ୍ସା ମହାସଙ୍ଘ ଭଡା ବୃଦ୍ଧି କରିଥିବା ସୂଚନା ମିଳିଛି। ଜଣେ ଯାତ୍ରୀଙ୍କୁ ବର୍ତ୍ତମାନ ୩ କିଲୋମିଟର ମଧ୍ୟରେ ୫୦ ଟଙ୍କା ଦେବାକୁ ପଡ଼ିବ। ଏହାଛଡ଼ା ପ୍ରତି…

DL ଓ LL ଟେଷ୍ଟ ବାତିଲ, କୌଣସି ଆରଟିଓରେ ହୋଇପାରିବନି ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଇଛି କରୋନା ମହାମାରୀ । ଦିନକୁ ଦିନ ବଢୁଛି ଅକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ସଂକ୍ରମଣରେ ବ୍ରେକ ଲଗାଇବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଲୋକଙ୍କ ସୁରକ୍ଷାକୁ ଦ୍ରୁଷ୍ଟିରେ ରଖି ଆଜି ସରକାର ଡ୍ରାଇଭିଂ ପରୀକ୍ଷାକୁ ସ୍ଥଗିତ ରଖିବାକୁ…

ରାହୁଲ ଗାନ୍ଧୀଙ୍କୁ କରୋନା

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ନିଜକୁ କ୍ବାରେଣ୍ଟାଇନ୍‌ କରିଥିବା ଜଣାପଡ଼ିଛି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ରହିଥିବା ଜଣାପଡ଼ିଛି। ନିକଟରେ…

ଅନୁଭବ-ବର୍ଷା ବିବାଦ ମାମଲା: ମେ’ ୧୭ରେ ଶୁଣାଣି କରିବେ କଟକ ଏସଡିଜିଏମ କୋର୍ଟ 

କଟକ: ମେ’ ୧୭ରେ ଶୁଣାଣି ହେବ ଅନୁଭବ-ବର୍ଷା ବିବାଦ ମାମଲା । ଶୁଣାଣୀ କରିବେ କଟକ ଏସଡିଜିଏମ କୋର୍ଟ ।  ପୂର୍ବରୁ ବର୍ଷା ଅନୁଭବ ଓ ତାଙ୍କ ପରିବାରଙ୍କ ବିରୋଧରେ ପାରିବାରିକ ହିଂସା ଓ ମାନସିକ ଅତ୍ୟାଚାରର ଅଭିଯୋଗ ଆଣି କଟକ ଏସଡିଜେମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏହାପୂର୍ବରୁ ସାଂସଦ…

ସିଏମ୍‌ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀଙ୍କୁ କରୋନା; କ୍ୱାରେଣ୍ଟାଇନ୍‌ରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲ ମଙ୍ଗଳବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପତ୍ନୀ ସୁନୀତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସିଏମ ଅରବିନ୍ଦ କେଜ୍ରିୱାଲ ନିଜକୁ ପୃଥକ୍‌ ରଖିଛନ୍ତି। ଏ ନେଇ ଏପର୍ଯ୍ୟନ୍ତ କୌଣସି…

କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କରୋନା ପଜିଟିଭ୍

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ମଙ୍ଗଳବାର ଦିନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ନିକଟରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ ନିଜକୁ କରୋନା ପରୀକ୍ଷା…

ଶ୍ରଦ୍ଧାଳୁଙ୍କ ପାଇଁ ସପ୍ତାହରେ ଏହି ତିନି ଦିନ ବନ୍ଦ ରହିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର: କରୋନା ମାମଲାର ବୃଦ୍ଧିକୁ ଦୃଷ୍ଟିରେ ରଖି ଘଟଗାଁରେ ଥିବା ପ୍ରସିଦ୍ଧ ତାରିଣୀ ମନ୍ଦିରକୁ ସପ୍ତାହରେ ତିନି ଦିନ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ମଙ୍ଗଳବାର, ଶନିବାର ଏବଂ ରବିବାର ଦିନ ମନ୍ଦିର ବନ୍ଦ ରହିବ। ବାକି ଚାରି ଦିନ ଏହା ଖୋଲା ରହିବ। ମଙ୍ଗଳବାର…

ଆଜି ସନ୍ଧ୍ୟାରେ ଟିକା ଉତ୍ପାଦନକାରୀଙ୍କ ସହିତ ମୋଦିଙ୍କ ବୈଠକ, ନିଆଯିବ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଟିକାନିର୍ମାତା କମ୍ପାନୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ବସିବ । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଟିକାର ଅଭାବ ଦେଖା ଦେଲାଣି । ଟିକାକରଣ ଉତ୍ପାଦନକୁ…