ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୮୨ ଆକ୍ରାନ୍ତ; ୨୭୬ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୪…