Latest Odisha News

BREAKING NEWS

ଗଳ୍ପ : ଦଂଶନ

ଲକ୍ଷ୍ମୀପ୍ରିୟା ଓଝା ଭିଡ଼ ଆପେ ଆଡେଇ ଗଲା । ସାଇରନ ମାରି ମେଣ୍ଟାଲ ହସ୍ପିଟାଲ ଆମ୍ବୁଲାନ୍ସଟା ଅଟକିଗଲା ଦାଣ୍ଡରେ । ନୀଳ ୟୁନିଫର୍ମ ପିନ୍ଧା ଦି ଟା ଯୁଆନ ଖପ ଖାପ ଡେଇଁ ପଡିଲେ ତଳକୁ । ପଛ ଡୋର ଖୋଲି ନୀଳ ଶାଢ଼ୀ ପିନ୍ଧା ନର୍ସଟେ ଟିକେ ଧୀରେ ଓ଼ଲ୍ଲେଇଲା । ବୋଧହୁଏ ଶାଢ଼ୀ ପିନ୍ଧାର ଅଭ୍ୟାସ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୦-୪-୨୦୨୧ ମଙ୍ଗଳବାର ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୨୦ ତାରିଖ ମଙ୍ଗଳବାର ମେଷ ୭ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ପୂନର୍ବସୁ ନକ୍ଷତ୍ର କର୍କଟ ଚନ୍ଦ୍ର ଆଜିର ଘାତ ବାରମକର ରାଶିର ଆଜିର ନିଷେଧ…

ଭୁବନେଶ୍ୱରର କେଉଁ ସ୍ଥାନରେ ନେଇପାରିବେ ଭ୍ୟାକ୍ସିନ୍, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ଭୁବନେଶ୍ୱରର ସରକାରୀ ଓ ବେସରକାରୀ କୋଭିଡ ଟୀକାକରଣ କେନ୍ଦ୍ରର ଏକ ତାଲିକା ଜାରି କରାଯାଇଛି। ଏହି ଟିକା କେନ୍ଦ୍ର ଗୁଡିକ ସକାଳ ୮ଟାରୁ ୧୨ଟା ଏବଂ ୩ଟାରୁ ୬ଟା ଯାଏଁ ଖୋଲା ରହିବ। ତେବେ ୪୫ ବର୍ଷରୁ ଅଧିକ…

ବିଏମସି ତରଫରୁ ଆରମ୍ଭ ହେଲା ସମ୍ପର୍କ ଅଭିଯାନ କୋଭିଡ୍ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: କରୋନାର ଦ୍ଵିତୀୟ ଲହରକୁ ପ୍ରତିହତ କରିବା ନିମନ୍ତେ ଭୁବନେଶ୍ୱର ମହାନଗର ନିଗମ ପୁଣି ଥରେ ନିଜର କୋଭିଡ୍ ସଚେତକଙ୍କୁ ସକ୍ରିୟ କରିବା ନିମନ୍ତେ ସମ୍ପର୍କ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଛି । ଏହି ପରିପ୍ରେକ୍ଷୀରେ ଆଜି ବିଏମସି ଦକ୍ଷିଣ ପୂର୍ବ ମଣ୍ଡଳ ଅନ୍ତର୍ଗତ ୱାର୍ଡ…

୧୯୨୯ କଲ୍ ସେଣ୍ଟର ପରିଦର୍ଶନ କଲେ କୋଭିଡ୍ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଣି ଥରେ ୧୯୨୯ କଲ୍ ସେଣ୍ଟରକୁ କାର୍ଯ୍ୟକ୍ଷମ କରାଯାଇଛି । ଭୁବନେଶ୍ୱର କୋଭିଡ୍ ପର୍ଯ୍ୟବେକ୍ଷକ ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଶ୍ରମ କମିଶନହ ଡକ୍ଟର ଏନ୍.ତିରୁମାଳା ନାଏକ ୧୯୨୯ କଲ୍ ସେଣ୍ଟର ପରିଦର୍ଶନ କରିଛନ୍ତି । କଲ୍…

ଶନିବାର, ରବିବାର ଓ ମଙ୍ଗଳବାର ବନ୍ଦ ରହିବ ମା’ ତାରିଣୀ ମନ୍ଦିର

କେନ୍ଦୁଝର : କରୋନା ସଂକ୍ରମଣ ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ ଜାରି ହେଲା କଟକଣା । ଏଣିକି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସପ୍ତାହର ପ୍ରତି ଶନିବାର, ରବିବାର ଓ ମଙ୍ଗଳବାର ବନ୍ଦ ରହିବ ମା’ ତାରିଣୀ ମନ୍ଦିର । ଅର୍ଥାତ ଏହି ତିନି ଦିନ ମା’ ତାରିଣୀଙ୍କ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ ।…

ଏପ୍ରିଲ୍ ୨୧ରୁ ଯାତ୍ରା ଓ ଥିଏଟର ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢୁଥିବା କରୋନା‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡିଶା ସରକାରଙ୍କ ପକ୍ଷରୁ ସୋମବାର ଦିନ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାତ୍ରା ଓ ଥିଏଟର ଉପରେ ପ୍ରତିବନ୍ଧକ ଲଗାଯାଇଛି‌ ଯାତ୍ରା/ଅପେରା/ମୁକ୍ତାକାଶ ରଙ୍ଗମଞ୍ଚକୁ ରାଜ୍ୟରେ ଅନୁମତି ଦିଆଯିବ…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୁଖ୍ୟ ସଚିବ ସୋମେଶ କୁମାର ଏନେଇ ସୂଚନା ଦେଇଛନ୍ତି। କେସିଆର କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କର ସାମାନ୍ୟ ଲକ୍ଷଣ ରହିଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ରାଉରକେଲା ଅବକାରୀ ବିଭାଗ ଅଫିସର ୧୧ଜଣ କର୍ମଚାରୀ ପଜିଟିଭ୍

ରାଉରକେଲା : ସୁନ୍ଦରଗଡ଼ରେ ବ୍ୟାପୁଛି ମହାମାରୀ କରୋନା । ଆଜି ସୁନ୍ଦରଗଡ଼ରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆଜି ରାଉରକେଲା ଅବକାରୀ ବିଭାଗ ଅଫିସର ୧୧ଜଣ କର୍ମଚାରୀ ଓ ଅଫିସର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ…

କୋଭିଡ୍ ସଂକ୍ରମଣକୁ ଦେଖି ପାର୍କ ଉପରେ କଟକଣା ଲଗାଇଲା ବିଏମସି

ଭୁବନେଶ୍ୱର: ରାଜଧାନୀରେ କୋଭିଡ୍ ସଂକ୍ରମଣ ବିଏମସି ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ଦିନକୁ ଦିନ ସଂକ୍ରମଣ ମାମଲା ବଢ଼ିବା ଦୈନିକ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୦ ପ୍ରତିଶତ ମାମଲା ସ୍ଥାନୀୟ ରହୁଛି । ସ୍ଥାନୀୟ ସଂକ୍ରମଣ ମାମଲାରେ ବୃଦ୍ଧିକୁ ଦେଖି ପାର୍କ ଉପରେ ବିଏମସି କଟକଣା ଜାରି…