୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମିିଳିବ କରୋନା ଟିକା
ନୂଆଦିଲ୍ଲୀ : କରୋନା ମହାମାରୀ ଦିନକୁ ଦିନ ବ୍ୟାପୁଥିବା ବେଳେ ମିଳିଛି ସାମାନ୍ୟ ଆଶ୍ବସ୍ତି । କାରଣ ଆସନ୍ତା ମେ ୧ ତାରିଖରୁ ସମସ୍ତଙ୍କୁ ମିଳିବ କରୋନା ଟିକା । ଏବେ କରୋନା ଭ୍ୟାକ୍ସିନ ନେବାର ସର୍ବନିମ୍ନ ବୟସ ୧୮ ବର୍ଷ କରିଛନ୍ତି କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି…