Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୯-୬-୨୦୨୧ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୧୯ ରିଖ ଶନିବାର ମିଥୁନ ୫ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ନବମୀ ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ବୃଷ ରାଶି ପୁରୁଷ ଓ ଧନୁ ରାଶି…

ପରଲୋକରେ କିମ୍ବଦନ୍ତୀ ଭାରତୀୟ ସ୍ପ୍ଲିଣ୍ଟର ମିଲଖା ସିଂ

ଚଣ୍ଡିଗଡ: ଫ୍ଲାଇଂ ଶିଖ୍ ଭାବେ ବେଶ୍ ପରିଚିତ ମିଲଖା ସିଂ ଆଉ ନାହାନ୍ତି । ଗତ କିଛି ଦିନ ତଳେ କରୋନାକୁ ହରାଇ ଡାକ୍ତରଖାନାରୁ ଘରକୁ ଫେରିଥିବା ମିଲଖାଙ୍କର ଅମ୍ଲଜାନ ସ୍ତର କମିଥିଲା । ତେଣୁ ଜୁନ ୩ ତାରିଖରେ ତାଙ୍କୁ ପୁନର୍ବାର ଚିକିତ୍ସା ପାଇଁ ଚଣ୍ଡୀଗଡର ଏକ ହସ୍ପିଟାଲରେ ଭର୍ତ୍ତି…

ଆଉ ନାହାନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଆଇପିଏସ୍ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀ । କରୋନାରେ ଆକ୍ରାନ୍ତ ହୋଇ କୋଲକାତାରେ ତାଙ୍କ ଇକମୋ ଚିକିତ୍ସା ଚାଲିଥିବା ବେଳେ ରାତି ୧୦ ଟା ୧୫ ସମୟରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା । ଗତ ୮…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ; ବାପୁଜୀ ନଗର ମାର୍କେଟ ସିଲ୍

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ପକ୍ଷରୁ ଶୁକ୍ରବାର ଦିନ ବାପୁଜୀ ନଗର ବଜାର ଅଞ୍ଚଳକୁ ୨୫ ଜୁନ୍ ଯାଏଁ ବନ୍ଦ କରାଯାଇଛି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନର ସୂଚନା ଅନୁଯାୟୀ, ବାପୁଜୀ ନଗରରେ ଥିବା ଦୋକାନଗୁଡ଼ିକ…

ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟି ଅଧ୍ୟକ୍ଷ

ଭୁବନେଶ୍ବର : ବଦଳିଲେ ଓଡ଼ିଶା ହକି ଆଡହକ କମିଟି ଅଧ୍ୟକ୍ଷ । ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟି ଅଧ୍ୟକ୍ଷ । କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଭୋଳାନାଥ ସିଂହ, ରାଜେନ୍ଦ୍ର ପାଣି, ଆର.କେ. ଶ୍ରୀବାସ୍ତବ, ଅଧିପ ଦାସ । ଝାଡ଼ଖଣ୍ଡର ଭୋଳାନାଥ ସିଂହଙ୍କୁ ଅଧ୍ୟକ୍ଷ ପଦରୁ ହଟାଇ ଦିଲୀପ…

ରାଜଧାନୀର ଏହି ଆମିଷ ମାର୍କେଟ ୨୫ ଯାଏଁ ବନ୍ଦ

ଭୁବନେଶ୍ୱର: କୋଭିଡ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରିବା ଅଭିଯୋଗରେ ଭୁବନେଶ୍ୱରର ୟୁନିଟ୍-୪ର ଆମିଷ ବଜାର ବନ୍ଦ କରିବାକୁ ବିଏମସି ନିର୍ଦ୍ଦେଶ ଦେଇଛି‌। ବିଏମସିର ସୂଚନା ଅନୁସାରେ ୟୁନିଟ୍ ୪ ହୋଲସେଲ ଏବଂ ଆମିଷ ବଜାରକୁ ଜୁନ୍ ୨୫ ଯାଏଁ ବନ୍ଦ ରହିବ। ଆଜି କୋଭିଡ ନିୟମ ଉଲ୍ଲଂଘନକୁ ଦୃଷ୍ଟିରେ…

ବଳଦେବଜୀଉ ମନ୍ଦିରରେ ରଥଯାତ୍ରା ପାଇଁ ହାଇକୋର୍ଟରେ ମାମଲା

କଟକ : ହାଇକୋର୍ଟରେ ପହଞ୍ଚିଲା କେନ୍ଦ୍ରାପଡ଼ା ବଳଦେବଜୀଉଙ୍କ ରଥଯାତ୍ରା ମାମଲା । ରଥଯାତ୍ରା କରିବା ଦାବିରେ ମନ୍ଦିରର ୫ ଜଣ ସେବାୟତଙ୍କ ପକ୍ଷରୁ ଦାୟର ହୋଇଛି ମାମଲା । ପୁରୀ ଢାଞ୍ଚାରେ ଓ କୋଭିଡ କଟକଣା ମଧ୍ୟରେ ସେବାୟତଙ୍କୁ ନେଇ ରଥଯାତ୍ରା କରିବା ପାଇଁ ଅନୁମତି ଦେବାକୁ ପ୍ରାର୍ଥନା…

୮ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ଗୁଡ଼ିକ ହେଉଛି– ଝାରସୁଗୁଡା, ଭଦ୍ରକ,…

ବେଲ୍ ପରେ ଜେଲରୁ ମୁକୁଳିଲେ ଆଇଏଫଏସ ଅଭୟକାନ୍ତ ପାଠକ

ଭୁବନେଶ୍ବର : ବେଲ୍ ପରେ ଜେଲରୁ ମୁକୁଳିଲେ ଆଇଏଫଏସ ଅଭୟକାନ୍ତ ପାଠକ । ସମସ୍ତ ୩ଟି ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ଆଜି ଝାରପଡ଼ା ଜେଲରୁ ମୁକୁଳିଛନ୍ତି ଅଭୟକାନ୍ତ ପାଠକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ଗିରଫ ହୋଇଥିଲେ ଅଭୟକାନ୍ତ ।…

ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ: ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ ବାତିଲ

ସାଉଥାମ୍ପଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ପ୍ରଥମ ଦିବସ ଖେଳ ବାତିଲ ହୋଇଛି । ପୂର୍ବରୁ ବର୍ଷା ହେବା ନେଇ ସମ୍ଭାବନା ବ୍ୟକ୍ତ କରାଯାଇଥିଲା । ଦିନ ଯାକ ପ୍ରବଳ ବର୍ଷା ହେବା ଯୋଗୁ ଟସ ପକାଯିବା ମଧ୍ୟ ସମ୍ଭବପର ହୋଇ ନ ଥିଲା ।…