ଓଡିଶାରୁ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୫୭,୦୪୧ ଛୁଇଁଛି।…
BREAKING NEWS