Latest Odisha News

BREAKING NEWS

ମେ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ସାନି ତାରିଖ । ଆସନ୍ତା ମେ ୧୩ ତାରିଖରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏପ୍ରିଲ ୧୯ ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ ୨୬ ତାରିଖରେ ପ୍ରାର୍ଥିପତ୍ର ଦାଖଲର…

୨୦୨୮ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବ ଭାରତର ମହିଳା, ପୁରୁଷ କ୍ରିକେଟ ଟିମ୍‌

ନୂଆଦିଲ୍ଲୀ: ୨୦୨୮ ଲସ ଆଞ୍ଜେଲ୍ସ ଅଲିମ୍ପିକ୍ସରେ ଯଦି କ୍ରିକେଟ ଖେଳକୁ ସାମିଲ କରାଯିବ ତାହାହେଲେ ଭାରତ ଉଭୟ ପୁରୁଷ ଏବଂ ମହିଳା ଟିମ୍ ପଠାଇବା ପାଇଁ ନିଷ୍ପତି ନେଇଛି । ଶୁକ୍ରବାର ବିସିସିଆଇର ଭର୍ଚୁଆଲ ବୈଠକରେ ଏ ସମ୍ପର୍କରେ ନିଷ୍ପତି ନିଆଯାଇଛି । ଏହି ଅବସରରେ ହରମନପ୍ରୀତ କୌରଙ୍କ…

ରାଜ୍ୟରୁ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ବଢୁଛି ଚିନ୍ତା । କିନ୍ତୁ ଏହାରି ଭିତରେ ଆସିଛି ଏକ ଖୁସି ଖବର । ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୩୦୩ ଜଣ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ନୂଆପଡ଼ାରୁ ସର୍ବାଧିକ ୨୩୩ ଜଣ ସୁସ୍ଥ…

ନାଇଟ୍ କର୍ଫ୍ୟୁ ପାଇଁ ବଦଳିଲା ମୋ ବସ୍ ଚଳାଚଳ ସମୟ

ଭୁବନେଶ୍ବର : ନାଇଟ୍ କର୍ଫ୍ୟୁ ପାଇଁ ବଦଳିଲା ମୋ ବସ ଚଳାଚଳ ସମୟ । କରୋନା ସଂକ୍ରମଣ ପାଇଁ ସାରା ରାଜ୍ୟରେ ଆଜିଠାରୁ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ମୋ ବସ୍ ଚଳାଚର ସମୟକୁ ପରିବର୍ତ୍ତନ କରାଯାଇଛି । ଏଣିକି ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ…

ନାଇଟ୍ କର୍ଫ୍ୟୁରେ ଜାରି ରହିବ ଶିଳ୍ପାନୁଷ୍ଠାନ

ଭୁବନେଶ୍ବର : କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ସାରା ରାଜ୍ୟରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । ଏହି ସମୟରେ ଲୋକଙ୍କ ଯିବା ଆସିବା ଉପରେ କଟକଣା ଲଗାଇଛି ପ୍ରଶାସନ । ତେବେ ନାଇଟ୍ କର୍ଫ୍ୟୁ ସମୟରେ ଶିଳ୍ପାନୁଷ୍ଠାନ କାର୍ଯ୍ୟ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ…

ଟସ୍ ଜିତି ମୁମ୍ବାଇର ବ୍ୟାଟିଂ ନିଷ୍ପତି

ଚେନ୍ନାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ଶନିବାର ସନରଇଜର୍ସ ହାଇଦ୍ରାବାଦ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁକାବିଲା ହେବ । ଟସ୍ ଜିତି ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଛି । ହାଇଦ୍ରାବାଦ କ୍ରମାଗତ ୨ଟି ମ୍ୟାଚରେ ପରାଜିତ ହୋଇଥିବାରୁ ସାମାନ୍ୟ…

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୫୧ ପଜିଟିଭ୍

ଭୁବନେଶ୍ବର : ସାରା ରାଜ୍ୟରେ କରୋନା ଆକ୍ରାନ୍ତ ବଢ଼ିବା ଏବେ ଚିନ୍ତା ବଢ଼ାଇଲାଣି । ଏହି କ୍ରମରେ ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୫୧ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସ୍ ରହିଛି ୩୬୦ । ଏନେଇ ଟତବିଟ୍ କରି ସୂଚନା ଦେଇଛି…

ଫେରିଲା ତାତି, ୪୦ ଡିଗ୍ରୀ ଉପରେ ୪ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଲା ତାତି । ଆଜି ପାରଦ ସାମାନ୍ୟ ବଢ଼ିଥିବା ବେଳେ, ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୪ଟି ସହର । ୪୦.୬ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବରରେ…

ଟ୍ବିନ୍ ସିଟିରେ ନାଇଟ୍‌ କର୍ଫ୍ୟୁ, ରାତି ୮ଟାରୁ ଦୋକାନ ବଜାର ବନ୍ଦ

ଭୁବନେଶ୍ବର : ମହାମାରୀ କରୋନା ପାଇଁ ଶକ୍ତ ହୋଇଛି ପ୍ରଶାସନ । ଆଜିଠୁ ସାରା ରାଜ୍ୟରେ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ ହେଉଥିବା ବେଳେ, କଟକ-ଭୁବନେଶ୍ବରରେ ଲାଗୁ ହୋଇଛି ୧୪୪ ଧାରା । ରାତି ୯ଟାରୁ ସକାଳ ୫ଟା ଯାଏଁ ୧୪୪ ଧାରା ବଳବତ୍ତର ରହିବ । ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର…

ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ଓଡିଆ ସିନେମା ‘adieu Godard

ଭୁବନେଶ୍ୱର: ଚଳିତ ମାସ ୪୩ ତମ ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଓଡିଆ ଚଳଚ୍ଚିତ୍ର ‘ଆଡିୟୁ ଗୋଡାର୍ଡ’ ପ୍ରଦର୍ଶିତ ହେବ। ଏହି ଚଳଚ୍ଚିତ୍ର ମହୋତ୍ସବ ଏପ୍ରିଲ ୨୨ ରୁ ୨୯ ପର୍ଯ୍ୟନ୍ତ ରୁଷର ମସ୍କୋ ଠାରେ ଅନୁଷ୍ଠିତ ହେବ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ଯୁବ…