Latest Odisha News

BREAKING NEWS

ଓଡିଶା ପୋଲିସର ୫୦୦ ଅଧିକାରୀ ଦେଲେଣି ପ୍ଲାଜମା

ଭୁବନେଶ୍ୱର: ଏଯାବତ୍ ଓଡିଶା ପୋଲିସର ୫୦୦ ଜଣ କୋଭିଡ ଯୋଦ୍ଧା ପ୍ରଦାନ କରିଛନ୍ତି ପ୍ଲାଜମା ଥେରାପି । ସୂଚନା ଅନୁଯାୟୀ, କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ, ରାଉରକେଲା ଆଇଜିଏଚ୍‌, ବୁର୍ଲା ଭିମସାର୍‌, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌,…

‘ପ୍ଲାଜମା ଥେରାପି ଓ ରେମଡିସିଭର ଚିକିତ୍ସା ବନ୍ଦ ହେବନି’

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ପ୍ଲାଜମା ଥେରାପି ଏବଂ ରେମଡିସିଭର ଚିକିତ୍ସା ବନ୍ଦ ହେବନି । ଯେପର୍ଯ୍ୟନ୍ତ ଆଇସିଏମଆର ଲିଖିତ ଭାବେ ଜଣାଇନାହିଁ , ସେଯାଏଁ ରାଜ୍ୟସରକାର ଚିକିତ୍ସା ଜାରି ରଖିବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।…

ଅସନ୍ତୁଷ୍ଟ ସୁପର କିଙ୍ଗସ୍ ମ୍ୟାନେଜମେଣ୍ଟ, ବାଦ୍ ପଡିବେ ପ୍ରମୁଖ ଖେଳାଳି !

ତାମିଲନାଡୁ: ଦିନେ ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ସବୁଠୁ ଭରଷାଯୋଗ୍ୟ ଦଳ ଥିଲା ଚେନ୍ନାଇ ସୁପର୍ କିଙ୍ଗସ୍ । ହେଲେ ଏବେ ସତେ ଯେପରି ସେ ଦିନ ଅତୀତ ହୋଇଯାଇଛି । ଚଳିତବର୍ଷ ଆଇପିଏଲ୍‌ରେ ଖେଳାଳିଙ୍କ ନିରାଶାଜନକ ପ୍ରଦର୍ଶନ ନେଇ ମୁଖ୍ୟ କୋଚ୍ ଫ୍ଲେମିଂ ସ୍ୱିକାର କରିବା ପରେ ଦଳର ମ୍ୟାନେଜମେଣ୍ଟ…

୨୦୨୧ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୬ ଦିନର ଛୁଟି

ଭୁବନେଶ୍ୱର: ବର୍ଷ ୨୦୨୧ରେ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିବ ମୋଟ ୧୦୬ ଦିନର ଛୁଟି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଛୁଟି ତାଲିକାରେ ମୋଟରେ ୨୯ ଦିନ ସରକାରୀ ଛୁଟି ରହିଛି । ସେହିପରି ୫୨ଟି ରବିବାର ୨୪ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଛୁଟି ସମେତ…

ଜୁଏଲାରୀ ଡ଼ିଜାଇନିଂରେ ନିଜ କ୍ୟାରିଅର ଗଢିବାକୁ ଚାହୁଁଛନ୍ତି କି, ଜାଣନ୍ତୁ କ’ଣ ରହିଛି ସ୍କୋପ 

ଭୁବନେଶ୍ୱର: ଆଜିର ସମୟରେ ବିଭିନ୍ନ କ୍ଷେତ୍ରରେ ରୋଜଗାରର ପନ୍ଥା ମାନ ରହୁଛି। ପ୍ରତ୍ୟେକ ବ୍ୟକ୍ତି ନିଜ ନିଜ ପସନ୍ଦ ଓ ସୁବିଧା ଅନୁସାରେ ନିଜର କ୍ୟାରିଅର ବାଛୁଛନ୍ତି। ତେବେ ଅଳଙ୍କାର ହେଉଛି ଏପରି ଏକ ଜିନିଷ, ଯାହାକି ଆମକୁ ସର୍ବଦା ଖୁସି ଦେଇଥାଏ । ଅନେକ ଏହାକୁ ନିବେଶର ଏକ…

ପଶ୍ଚିମବଙ୍ଗ ଦୁର୍ଗା ପୂଜାରେ ସାମିଲ ହେଲେ ମୋଦି

ନୂଆଦିଲ୍ଲୀ: କରୋନା ଭିତରେ ଆଜିଠୁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପାଂଚ ଦିନିଆ ଦୁର୍ଗା ପୂଜା । ଆଜି ମା ଜଗତଜନନୀଙ୍କ ପୂଜାର୍ଚ୍ଚନାରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଗା ପୂଜାରେ ସାମିଲ ହୋଇଛନ୍ତି ।…

ଟିକସ ପୈଠ କରିବା ହେଲା ସହଜ; ବ୍ୟାସନଗର ପୌରାଞ୍ଚଳରେ କାର୍ଯ୍ୟକାରୀ ହେଲା ଓଡ଼ିଶା ଇ-ମୁନିସିପାଲିଟି ସର୍ଭିସେସ

ଯାଜପୁର : ଯାଜପୁର ଜିଲ୍ଲା ବ୍ୟାସନଗର ପୌରାଞ୍ଚଳରେ କାର୍ଯ୍ୟକାରୀ ହୋଇଛି ଓଡ଼ିଶା ଇ-ମୁନିସିପାଲିଟି ସର୍ଭିସେସ । କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହାକୁ କାର୍ଯ୍ୟକାରୀ କରାଯାଇଛି। ଏବେଠୁ ଅନଲାଇନ ଜରିଆରେ ଲୋକେ ବିଭିନ୍ନ ଟ୍ୟାକ୍ସ ପୈଠ କରିବା ସହ ଜନ୍ମ, ମୃତ୍ୟୁ ଓ ବିବାହ…

ପୋଲିସ ଅଫିସରଙ୍କୁ ନିଲମ୍ବିତ କଲା ଦାଢି !

ଉତ୍ତରପ୍ରଦେଶ: ଆଜିକାଲି ଦାଢି ରଖିବା ଫ୍ୟାସନ ପାଲଟିଛି । ଚାକିରିଆ ହୁଅନ୍ତୁ ଅବା କଲେଜ ପଢୁଆ ଯୁବକ । ଟ୍ରେଣ୍ଡ ସେଟର୍ ପାଲଟିଛି ଭଳିକିଭଳି ବିଅର୍ଡ ଷ୍ଟାଇଲ୍ । ହେଲେ ଦାଢି ରଖିବା କିନ୍ତୁ ଜଣେ ପୋଲିସ ଅଫିସରଙ୍କୁ ମହଙ୍ଗା ପଡିଛି । ଏପରିକି ଚାକିରୀରୁ ନିଲମ୍ବିତ ମଧ୍ୟ ହେବାକୁ ପଡିଛି ।…

ପାଲଘର ସାଧୁ ହତ୍ୟା ମାମଲା: ଆଉ ୨୪ ଅଭିଯୁକ୍ତ ଗିରଫ

ମହାରାଷ୍ଟ୍ର: ମହାରାଷ୍ଟ୍ରର ବହୁ ଚର୍ଚ୍ଚିତ ପାଲଘର ସାଧୁଙ୍କ ହତ୍ୟା ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ । ସିଆଇଡି ଏମାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ୨୪ ଅଭିଯୁକ୍ତଙ୍କୁ ଦହାନୁ କୋର୍ଟରେ ସିଆଇଡି ହାଜର କରିଛି । ଏହାକୁ ମିଶାଇ ଏହି ମାମଲାରେ ମୋଟ ୧୨୮ ଜଣ ଗିରଫ ହୋଇସାରିଲେଣି । ଏହି…

ଅଲୋଡା ଶିଶୁ କନ୍ୟାକୁ ଆପଣେଇଲେ ବେଙ୍ଗାଲୁରୁର ଦମ୍ପତ୍ତି

ବଲାଙ୍ଗିର: ଗତ ମାର୍ଚ୍ଚ ମାସରେ ସହରର ଏକ ନର୍ଦ୍ଦମାରୁ ଉଦ୍ଧାର ହୋଇଥିବା ନବଜାତ ଶିଶୁ କନ୍ୟାକୁ ପୋଷ୍ୟପୁତ୍ରୀ ଭାବେ ଆପଣେଇଛନ୍ତି ବେଙ୍ଗାଲୁରୁର ଦମ୍ପତି । ଉଦ୍ଧାର ପରେ ଶିଶୁଟିର ଯତ୍ନ ନେବା ସହ ଶିଶୁ ମଙ୍ଗଳ କମିଟିକୁ ପ୍ରଦାନ କରାଯାଇଥିଲା । ଯେଉଁଠାରେ ତାକୁ ‘ତୁଳସୀ’ ନାମ ଦିଆଯାଇଥିଲା…