Latest Odisha News

ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ ଲକ୍ଷ୍ୟରେ ଦୂତୀ ଚାନ୍ଦ…

ଦୋହା: ଭାରତର ଦ୍ରୁତତମ ମହିଳା ତଥା ଓଡ଼ିଆ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦଙ୍କୁ ନେଇ ଏବେ ଚାଲିଛି ଭାରତୀୟ କ୍ରିଡ଼ାଜଗତରେ ଚର୍ଚ୍ଚା । ଭାରତୀୟ ଆଥଲେଟ ଭାବେ ୧୦୦ ମିଟର୍ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିବା ଲକ୍ଷ୍ୟରେ ରହିଛନ୍ତି ଦୂତୀ ଚାନ୍ଦ । Speed training pic.twitter.com/zy1oBh2Yl4…

ଇଣ୍ଡୋନେସିଆରେ ଭୂକମ୍ପ, ତୀବ୍ରତା ୬.୫

ମାଲୁକ: ଇଣ୍ଡୋନେସିଆରେ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆଟୁଡେରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଭାରତୀୟ ସମୟ ଭୋର ୫ଟା ୧୬ ମିନିଟରେ ଏହା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ଥିବା ଜଣାପଡିଛି । ତେବେ ଏହି ଭୂକମ୍ପରେ କିଛି କୋଠା…

ଗାଁ ଦାଣ୍ଡରେ ବୋହୂକୁ ଘୋଷାଡି ମାଡ଼ ମାରୁଛି ଶ୍ୱଶୁର, ଭିଡିଓ ଭାଇରାଲ

ଯାଜପୁର: ପାରିବାରିକ କଳହର କରୁଣ ପରିଣତି । ଦିନ ଦି-ପହରରେ ବୋହୂର ଚୁଟି ଘୋଷାଡି ଗାଁ ଦାଣ୍ଡରେ ମାଡ଼ ମାରୁଛି ଶ୍ୱଶୁର । ଏଭଳି ଏକ ଅମାନୁଷିକ କାଣ୍ଡ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରାଇ ବ୍ଲକର ଧନେଶ୍ୱର ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ବୁଧବାର ପୂର୍ବାହ୍ନରେ ଧନେଶ୍ୱର…

ବିଜେପୁର ଉପ-ନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ଉପ-ନିର୍ବାଚନ ଲାଗି ବୁଧବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରିଛି । ଜିଲ୍ଲାର ଟାଣୁଆ କଂଗ୍ରେସ ନେତା ଦିଲ୍ଲୀପ ପଣ୍ଡାଙ୍କୁ କଂଗ୍ରେସ କରିଛି ପ୍ରାର୍ଥୀ । ଏନେଇ ଓପିସିସି ପକ୍ଷରୁ ଗଣମାଧ୍ୟମରେ ସୂଚନା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୬-୦୯-୨୦୧୯ ଗୁରୁବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ତା ୨୬ ରିଖ ଗୁରୁବାର କନ୍ୟା ୧୦ ଦିନ ଅଶ୍ବିନ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ ଭୁକ୍ତ ତ୍ରୟୋଦଶୀ ତିଥି ମଘା ନକ୍ଷତ୍ର ସିଂହ…

କଟକ ଡିଜିଏଫ୍ଟି ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରଣ ପ୍ରସଙ୍ଗ: କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର: ବୈଦେଶିକ ବାଣିଜ୍ୟ ନିଦେ୍ର୍ଧଶାଳୟ(ଡିଜିଏଫ୍ଟି)ର କଟକ ସ୍ଥିତ ଶାଖା କାର୍ଯ୍ୟାଳୟକୁ ବନ୍ଦ କରି ଏହାକୁ କଲିକତା ସହ ମିଶାଇବା ପାଇଁ ସ୍ଥାନାନ୍ତର ନିଷ୍ପତିର ପର୍ନବିଚାର କରିବା ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖିଛନ୍ତି…

ଆରପାରିରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଏହି ପ୍ରସିଦ୍ଧ ହାସ୍ୟ ଅଭିନେତା

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମର ପ୍ରସିଦ୍ଧ ହାସ୍ୟ ଅଭିନେତା ବେଣୁ ମାଧବଙ୍କର ବୁଧବାର ଦ୍ବିପ୍ରହର ୧୨ଟାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ ପରିବାରଲୋକ ଏବଂ ଡାକ୍ତରଙ୍କ ଠାରୁ ସୂଚନା ମିଳିଛି । ସୋସିଆଲ ମିଡିଆରେ ତାଙ୍କ ଫ୍ୟାନମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

କର୍ମୀଙ୍କୁ ଚାପୁଡ଼ା ମାରି ଦୁଃଖପ୍ରକାଶ କଲେ ସାଂସଦ

ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିଠାରେ ଗୁରୁବାର ଦିନ ଗଜପତି ଜିଲ୍ଲା ଯୁବ କଂଗ୍ରେସ ସଭାପତି ସଂଗ୍ରାମ ସାହୁଙ୍କୁ ଚାପୁଡ଼ା ମାରିବା ପରେ ବିଜେଡ଼ି ସାଂସଦ ଚନ୍ଦ୍ରଶେଖର ସାହୁ ଦୁଃଖ ପ୍ରକାଶ କରିଛନ୍ତି । “ଏହି ଘଟଣାରେ ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି । ଗତ ୨୫ ବର୍ଷ ଧରି ମୁଁ…

ଜବତ ହେଲା ୨ କ୍ୱିଣ୍ଟାଲ ଗଞ୍ଜେଇ; ଜଣେ ଗିରଫ

କଟକ: କଟକ ଶିଖରପୁର ଛକରୁ ବୁଧବାର ଦିନ ୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି ପୋଲିସ । ଏହାସହ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ମିଳିଥିବା ସୂଚନା ଅନୁସାରେ,ବୁଧବାର ଦିନ ରାସ୍ତାରେ ଯାଉଥିବା ଏକ ଗାଡି ଉପରେ ସନ୍ଦେହ ହେବାରୁ ଅବକାରୀ ବିଭାଗ ଗାଡିଟିକୁ ଅଟକାଇ…

ସମ୍ ରୋଗୀଙ୍କ ପାଇଁ ଭରସାଯୋଗ୍ୟ ହସ୍ପିଟାଲ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଚିକିତ୍ସା କ୍ଷେତ୍ରରେ ଗରିବ ଲୋକଙ୍କର ସାହାଭରସା ଭାବେ ଉଭା ହୋଇଛି ସମ୍ ହସ୍ପିଟାଲ୍ । କଟକର ଏସ୍ସିବି ଏବଂ ବ୍ରହ୍ମପୁରର ଏମ୍କେସିଜି ମେଡିକାଲ୍ କଲେଜ ହସ୍ପିଟାଲ୍ ପରେ ରୋଗୀମାନେ ଇନଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଉପରେ ଅଧିକ ଭରସା ଓ…