Latest Odisha News

BREAKING NEWS

‘ଯୋଗ’ ଶବ୍ଦର ପ୍ରକୃତ ସଂଜ୍ଞା କ’ଣ, ଜାଣନ୍ତୁ

ଭୁବନେଶ୍ୱର: ଯୋଗ' ଶବ୍ଦଟି କାନରେ ପଡ଼ିବା ମାତ୍ରେ ଜଣେ ବ୍ୟକ୍ତି ବିଭିନ୍ନ ପ୍ରକାରର ନିୟନ୍ତ୍ରିତ ଶାରୀରିକ ଭଙ୍ଗୀ ତଥା ଅଙ୍ଗଚାଳନା କରୁଥବାର ଚିତ୍ର ଆମ ମନରେ ଭାସିଉଠେ । ଅଧିକାଂଶ ବ୍ୟକ୍ତି ଭାବନ୍ତି ଯୋଗ ହେଉଛି କେତୋଟି ଆସନ ଓ ପ୍ରାଣାୟାମର ନିୟମିତ ଅଭ୍ୟାସ । କିନ୍ତୁ ଯୋଗାଭ୍ୟାସ ଏତିକିରେ…

ହାଇଦ୍ରାବାଦ ବନ୍ୟା: ତେଲେଙ୍ଗାନାକୁ ୫ କୋଟିର ସହାୟତା ଘୋଷଣା କଲା ଓଡିଶା

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ହାଇଦ୍ରାବାଦ ଏବଂ ତେଲେଙ୍ଗାନାର କିଛି ଅଞ୍ଚଳରେ ରିଲିଫ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ବୁଧବାର ଟୁଇଟ୍ କରି କହିଛନ୍ତି, “ହାଇଦ୍ରାବାଦ / ତେଲେଙ୍ଗାନାର କିଛି…

୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି ଏହି ଲଘୁଚାପ । ଯାହାର ପ୍ରଭାବରେ ଆଗାମୀ ୨୪…

ନବରାତ୍ରର ୬ଷ୍ଠ ଦିନ; କାତ୍ୟାୟନୀ ରୂପରେ ଆଶୀର୍ବାଦ ଦେଉଛନ୍ତି ମାଆ’

ଭୁବନେଶ୍ୱର: ଆରମ୍ଭ ହୋଇଯାଇଛି ଶାରଦୀୟ ଦୁର୍ଗାପୂଜା। ମାଆଙ୍କ ଆଗମନରେ ପୁଲକିତ ହୋଇ ଉଠିଛି ଧରାପୃଷ୍ଠ। ସବୁଠି ଚାଲିଛି ମାଆଙ୍କ ନବରାତ୍ର ପୂଜା। ସିଂହବାହିନୀ ଭାବରେ ସେ ଉଭୟ ସ୍ନେହୀ ଓ ଭୟଙ୍କରୀ ଅଟନ୍ତି । ସିଂହ ଉପରେ ବସି ସେ ଚତୁର୍ଭୁଜା, ଅଷ୍ଟଭୁଜା ବା ଏପରିକି ସହସ୍ରଭୁଜା ମଧ୍ୟ…

ଆଜି ନୌସେନାରେ ସାମିଲ ହେବ INS କଭରାତି

ବିଶାଖାପାଟଣା: ଭାରତୀୟ ନୌସେନାରେ ଆଜି ସାମିଲ ହେବ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ବୁଡ଼ା ଜାହାଜ ବିଧ୍ୱଂସୀ ଯୁଦ୍ଧତୋପ INS କଭରାତି । ସେନା ମୁଖ୍ୟ ଜେନେରାଲ୍ ଏମ୍. ଏମ୍. ନର୍ବାଣେ ବିଶାଖାପାଟଣାରେ ନୌସେନା ଡକୟାର୍ଡରେ ଏହାକୁ ବିଧିବଦ୍ଧ ଭାବରେ ନୌସେନାରେ ସାମିଲ କରାଇବେ । ପ୍ରୋଜେକ୍ଟ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା ୨୨-୧୦-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ ମସିହା ଅକ୍ଟୋବର ତା ୨୨ ରିଖ ଗୁରୁବାର ତୁଳା ୬ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ଭୁକ୍ତ ସପ୍ତମୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର    ଘାତ ବାର:-ତୁଳା ଓ କୁମ୍ଭ ରାଶିର  ଘାତ ଚନ୍ଦ୍ର:-ତୁଳା କୁମ୍ଭ…

ଜିତିଲେ ସଞ୍ଜୟ ଦତ୍ତ, ହାରିଲା କ୍ୟାନସର

ମୁମ୍ବାଇ: ଦଶହରାରେ ଫ୍ୟାନଙ୍କୁ ଖୁସି ଖବର ଦେଲେ ବଲିଉଡ ଅଭିନେତା ସଞ୍ଜୟ ଦତ୍ତ । ହାରିଲା କ୍ୟାନସର, ଜିତିଲେ ସଞ୍ଜୁ ବାବା । ମାରାତ୍ମକ କର୍କଟ ରୋଗ ସହ ଲଢ଼ି ସେ ସୁସ୍ଥ ହୋଇଛନ୍ତି । ନିଜେ ସୋସିଆଲ୍ ମିଡିଆରେ ଏହି ଖୁସି ଖବର ଦେଇଛନ୍ତି ସଞ୍ଜୟ ଦତ୍ତ । ଏହି ଖବର ତାଙ୍କର ଲକ୍ଷ ଲକ୍ଷ…

ମହାରାଷ୍ଟ୍ରରେ ସିବିଆଇକୁ ନୋ ଏଣ୍ଟ୍ରି, ପ୍ରବେଶ ପୂର୍ବରୁ ଅନୁମତି ଆବଶ୍ୟକ

ମୁମ୍ବାଇ: ରାଜସ୍ଥାନ, ପଶ୍ଚିମବଙ୍ଗ ଓ ଛତିଶଗଡ଼ ରାସ୍ତାରେ ମହାରାଷ୍ଟ୍ର । କୌଣସି ନୂଆ ମାମଲାର ତଦନ୍ତ ପାଇଁ ମହାରାଷ୍ଟ୍ର ଆସିଲେ ଏଣିକି ସିବିଆଇକୁ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡ଼ିବ । ଏସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଛନ୍ତି ଉଦ୍ଧବ ଠାକରେଙ୍କ ସରକାର । ସିବିଆଇକୁ ତଦନ୍ତ ପାଇଁ…

ଅତୀତକୁ ଭୁଲି ନୂଆ ଆରମ୍ଭ ନେଇ ଟ୍ୱିଟରରେ ବୁଦ୍ଧଙ୍କ ବାଣୀ ଲେଖିଲେ ଅନୁଭବ

ଭୁବନେଶ୍ୱର : ‘‘ବିଗତ ଦିନ ଯେତେ କଷ୍ଟକର ହେଉ, ଆପଣ ସବୁବେଳେ ଏକ ନୂଆ ଆରମ୍ଭ କରିପାରିବେ’’ ବୁଦ୍ଧଙ୍କ ଏହି ବାଣୀକୁ ନିଜ ଟ୍ୱିଟର ଆକାଉଣ୍ଟରେ ଟ୍ୱିଟ୍ କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ଯାହାକୁ ନେଇ ତାଙ୍କ ଫଲୋୟର ଅନେକ ମତ ଦେଇଛନ୍ତି । “No matter how hard the past is, you…

ରାଜନେତାଙ୍କ ବିରୋଧରେ ବିଚାରଧୀନ ମାମଲାର ଶୁଣାଣି ପ୍ରସଙ୍ଗ: ଅଦାଲତ ସ୍ଥାପନ ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ…

କଟକ: ସାଂସଦ ଓ ବିଧାୟକଙ୍କ ବିରୋଧରେ ବିଚାରଧୀନ ଓ ଅପରାଧିକ ମାମଲାର ତ୍ୱରିତ ଶୁଣାଣି ପାଇଁ ରାଜ୍ୟରେ ସ୍ଥାପନ ହେବ ୩ଟି ସ୍ୱତନ୍ତ୍ର ଅଦାଲତ । ତିନିଟି ରାଜସ୍ୱ ଡିଭିଜନ ଅଧୀନରେ ତିନିଟି ସ୍ୱତନ୍ତ୍ର ଅଦାଲତ ଓ ୧୧ଟି ଜେଏମଏଫସି କୋର୍ଟ ସ୍ଥାପନ ହେବ । ଏଥିପାଇଁ ସମୟ ଦେବାକୁ ହାଇକୋର୍ଟଙ୍କ ନିକଟରେ…